Posted inଜାତୀୟ

ମେହେବୁବାଙ୍କ ତ୍ରିରଙ୍ଗା ବୟାନକୁ ନେଇ ବର୍ଷିଲେ ସଞ୍ଜୟ

ମୁମ୍ବାଇ,୨୮ ।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି ତ୍ରିରଙ୍ଗାକୁ ନେଇ ଦେଇଥିବା ବୟାନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । ଶିବସେନା ପ୍ରବକ୍ତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତ ମେହେବୁବାଙ୍କ ମନ୍ତବ୍ୟର କଡା ସମାଲୋଚନା କରିଛନ୍ତି । ସେ କହିଛନ୍ତି ଏହା ଦେଶଦ୍ରୋହ । ସଞ୍ଜୟ କହିଛନ୍ତି ଯଦି ମେହେବୁବା ମୁଫତି, ଫାରୁକ ଅବଦୁଲ୍ଲା ଓ ଅନ୍ୟ ନେତା ଚାଇନା ସହାୟତାରେ କଶ୍ମୀରରେ ଅନୁଚ୍ଛେଦ ୩୭୦ ଲାଗୁ କରିବାକୁ ଚାହୁଁଛନ୍ତି ତେବେ କେନ୍ଦ୍ର ସରକାର ଏମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦରକାର ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ସଂଗଠନରେ ବଡ଼ ଅଦଳବଦଳ: ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା: ଓଡ଼ିଶାର ଏହି ନେତାଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୦।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ୭ଟି ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କରିଛି। ଏଥିରେ ଓଡ଼ିଶାର ବରିଷ୍ଠ ନେତା…

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri