Posted inଜାତୀୟ

ମରାଠା ସଂରକ୍ଷଣର ଦାବି ମଧ୍ୟରେ ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ଶିବିରରେ ଝଡ, ଇସ୍ତଫା ଦେଲେ ୨ ଏମ୍‌ପି

ମୁମ୍ବାଇ,୩୧।୧୦: ମରାଠା ସଂରକ୍ଷଣ ଦାବି ଏବଂ ପ୍ରଦର୍ଶନ ମଧ୍ୟରେ ମରାଠା ସମ୍ପ୍ରଦାୟ ସହ ଏକତା ଦେଖାଇବା ପାଇଁ ହଙ୍ଗୋଲିରୁ ଶିବସେନା ଲୋକସଭା ଏମ୍‌ପି ହେମନ୍ତ ପାଟିଲ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ଦିଲ୍ଲୀର ଲୋକସଭା ସଚିବାଳୟକୁ ପଠାଇଛନ୍ତି। ଏହି ସମୟରେ ନାଶିକ ଏମ୍‌ପି ହେମନ୍ତ ଗୋଡସେ ତାଙ୍କ ଇସ୍ତଫା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନିକଟକୁ ପଠାଇଛନ୍ତି। ପାଟିଲ କହିଛନ୍ତି ଯେ ଲୋକ ସଭା ବାଚସ୍ପତି ତାଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ନ ଥିଲେ ତେଣୁ ସେ ତାଙ୍କ ଇସ୍ତଫା ପତ୍ର କାର୍ଯ୍ୟାଳୟ ସଚିବଙ୍କ ନିକଟରେ ଦାଖଲ କରିଛନ୍ତି। ଉଭୟ ଏମ୍‌ପି ଏକନାଥ ଶିନ୍ଦେଙ୍କ ନିକଟତର ବୋଲି ବିବେଚନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri