Posted inଜାତୀୟ

ସଂଖ୍ୟା ଗରିଷ୍ଠତା ପାଇଁ ପ୍ରସ୍ତୁତ ହେଲେଣି ସିନ୍ଧେ, ମୁମ୍ବାଇ ଫେରିବେ ଅସନ୍ତୁଷ୍ଟ ବିଧାୟକ

ମୁମ୍ବାଇ,୧ ।୭: ମହାରାଷ୍ଟ୍ର ରାଜନୈତିକ ସଙ୍କଟର ଶେଷରେ ଅବସାନ ହୋଇଛି । ଭାରତୀୟ ଜନତା ପାର୍ଟି(ଭାଜପା) ସହ ହାତ ମିଳାଇ ଏକନାଥ ସିନ୍ଧେ ସରକାର ଗଠନ କରିବାକୁ ବାହାରିଛନ୍ତି । ଆଉ ସେ ନିଜେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ବି ନେଇ ସାରିଲେଣି । ସିନ୍ଧେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ତାଙ୍କୁ ସମର୍ଥନ କରୁଥିବା ସମସ୍ତ ବିଧାୟକ ମୁମ୍ବାଇ ଫେରିବେ । କାରଣ ବିଧାନସଭାରେ ଶନିବାର ଶକ୍ତି ପରୀକ୍ଷା କରାଯିବ ଓ ସିନ୍ଧେ ଗ୍ରୁପଙ୍କୁ ତାଙ୍କର ବହୁମତ ବା ସଂଖ୍ୟା ଗରିଷ୍ଠତା ସାବ୍ୟସ୍ତ କରିବାକୁ ପଡିବ ।
ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରି ଶନିବାର ବିଧାନସଭାର ସ୍ୱତନ୍ତ୍ର ଅଧିବଶେନ ଡାକିଛନ୍ତି । ଯେଉଁଥିରେ ସିନ୍ଧେ ସରକାରକୁ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ପଡିବ । ଏବେ ଯେଉର୍ ପରିସ୍ଥିତି ପରିଲକ୍ଷିତ ହେଉଛି ସିନ୍ଧେ ଭାଜପା ସହ ମିଶି ଖୁବ୍ ସହଜରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇ ପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ସାବିତ୍ରୀ ମହିଳା ମହାବିଦ୍ୟାଳୟର ୩୫ ପ୍ରାର୍ଥିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲ୍ଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?