Posted inଜାତୀୟ

ଶିବସେନାର ଚେତାବନୀ, ଯଦି ଅଜିତ ପାୱାର ଭାଜପାରେ ସାମିଲ ହୁଅନ୍ତି ତେବେ…

ନୂଆଦିଲ୍ଲୀ,୧୯।୪: ବରିଷ୍ଠ ଏନସିପି ନେତା ଅଜିତ ପାୱାର ଭାଜପାରେ ସାମିଲ ହେବାର କଳ୍ପନାଜଳ୍ପନା ମଧ୍ୟରେ ମହାରାଷ୍ଟ୍ରରେ ରାଜନୈତିକ ଉତ୍ତେଜନା ତୀବ୍ର ହୋଇଛି। ବର୍ତ୍ତମାନ ଏହି ପ୍ରସଙ୍ଗରେ ଶିବସେନା (ଏକନାଥ ଶିନ୍ଦେ ଦଳ)ର ଏକ ବଡ ବିବୃତ୍ତି ମଧ୍ୟ ସାମ୍ନାକୁ ଆସିଛି। ଶିବସେନା ମୁଖପାତ୍ର ସଞ୍ଜୟ ଶିରସାଟ କହିଛନ୍ତି, ଯଦି ଅଜିତ ପାୱାର ଏନସିପି ନେତାଙ୍କ ସହ ଭାଜପାରେ ସାମିଲ ହୁଅନ୍ତି, ତେବେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମହାରାଷ୍ଟ୍ର ସରକାରର ଅଂଶ ରହିବେ ନାହିଁ।

ସଞ୍ଜୟ ଶିରସାଟ କହିଛନ୍ତି, ଏନସିପି ସିଧାସଳଖ ଭାଜପା ସହ ହାତ ମିଳାଇ ପାରିବନାହିଁ। ମହାରାଷ୍ଟ୍ରରେ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଏବଂ ଭାଜପାର ଏକ ମିଳିତ ସରକାର ଅଛି। ଆମର ରଣନୀତି ସ୍ପଷ୍ଟ ବୋଲି ଶିରସାଟ କହିଛନ୍ତି। ଏନସିପି ହେଉଛି ସେହି ଦଳ ଯାହା ପ୍ରତାରଣା କରେ। ଆମେ ସେମାନଙ୍କ ସହିତ ଏକାଠି ଶାସନ କରିବୁ ନାହିଁ। ଯଦି ଭାଜପା ଏନସିପି ସହିତ ଯାଏ ତେବେ ମହାରାଷ୍ଟ୍ରରେ ଏହାକ ସ୍ବୀକୃତି ଦିଆଯିବନାହିଁ। ଆମେ ବାହାରକୁ ଯିବାକୁ ସ୍ଥିର କଲୁ (ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଶିବସେନାଠାରୁ) କାରଣ ଲୋକମାନେ ଆମକୁ କଂଗ୍ରେସ ଏବଂ ଏନସିପି ସହିତ ରହିବାକୁ ପସନ୍ଦ କରନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ପଛରେ ପକାଇ ଆଗକୁ ଗଲା ଭାରତ, ପାଲଟିଲା ‘ଗ୍ଲୋବାଲ ପାଓ୍ବାର ହାଉସ’

ନୂଆଦିଲ୍ଲୀ,୩୦।୪: ଭାରତ ସମ୍ପ୍ରତି ଶକ୍ତି କ୍ଷେତ୍ରରେ ଏକ ସଫଳତା ହାସଲ କରିଛି ଯାହା ସମଗ୍ର ବିଶ୍ୱକୁ, ବିଶେଷକରି ଆମେରିକାକୁ ଆଶ୍ଚର୍ଯ୍ୟ କରିଛି। ଭାରତ ଏହାର ବର୍ଦ୍ଧିତ ବିଦ୍ୟୁତ…

୬ ମ୍ୟାଚ୍‌ ହାରିବା ସତ୍ତ୍ୱେ ପ୍ଲେଅଫ୍‌ରେ ହୋଇପାରେ ମୁମ୍ବାଇର ଏଣ୍ଟ୍ରି, ଜାଣନ୍ତୁ ସମୀକରଣ…

ନୂଆଦିଲ୍ଲୀ,୩୦।୪: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୨୪୩ ରନ କରିବା ପରେ ବି ୬ ଉଇକେଟରେ ପରାଜିତ ହେଲା ମୁମ୍ବାଇ ଇଣ୍ଡିଆନ୍ସ। ଚଳିତ ସିଜନରେ ୮ଟି ମ୍ୟାଚରୁ ମୁମ୍ବାଇର…

ଦୁଇ ଗାଁରେ ପଶି କରିଥିଲେ ଚୋରି: ଧରାପଡ଼ି ଜେଲ ଗଲେ ୨ ଅଭିଯୁକ୍ତ

ଦେବଗଡ଼,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଗରିଆପାଲି ଓ ଦେଓଝରଣ ଗ୍ରାମରୁ ହୋଇଥିବା ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ପୋଲିସ ଗୁରୁବାର…

ପଶ୍ଚିମବଙ୍ଗରେ ହେବ ପୁଣିଥରେ ନିର୍ବାଚନ? EVM ଖରାପ ହେବାର ଆସିଲାଣି ୭୭ ଅଭିଯୋଗ, ତଦନ୍ତ ଆରମ୍ଭ କଲେ ଇସି

କୋଲକାତା,୩୦।୪: ବଙ୍ଗଳାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ଡାଇମଣ୍ଡ ହାର୍ବର ସମେତ ଅନେକ ମତଦାନ କେନ୍ଦ୍ରରେ ଇଭିଏମର ସୁରକ୍ଷା ଏବଂ ସ୍ବଚ୍ଛତା ଉପରେ ଉଠିଥିବା ପ୍ରଶ୍ନ ମଧ୍ୟରେ…

Exit Pollକୁ ନେଇ ମୁହଁ ଖୋଲିଲେ ମମତା, କହିଲେ…

କୋଲକାତା,୩୦।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଏକଜିଟ ପୋଲ ପୂର୍ବାନୁମାନକୁ ଖାରଜ କରି କହିଛନ୍ତି ଯେ ତୃଣମୂଳ କଂଗ୍ରେସ ‘ମା, ମାଟି, ମାନୁଷ’ ସରକାର ଗଠନ…

ଟାଇକୋଣ୍ଡୋରେ ଗୋଲ୍ଡ ସହ ମିଳିଲା ୩ ପଦକ

ଭଞ୍ଜନଗର,୩୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ଟାଇକୋଣ୍ଡୋରେ ଗୋଲ୍ଡ ସହ ୩ ପଦକ ପାଇଛନ୍ତି। ଏଥିସହ ଜଣେ ଛାତ୍ରୀ ଜାତୀୟ ପ୍ରତିଯୋଗିତା ପାଇଁ…

ଘର ଲିପା ମାଟି ସଂଗ୍ରହ ପାଇ ଯାଇଥିଲେ ମହିଳା: ଅତଡ଼ା ଖସି ଚାଲିଗଲା ଜୀବନ, ଭାଉଜ, ଝିଆରୀ ଆହତ

ନନ୍ଦପୁର,୩୦।୪(ତୁଷାର କାନ୍ତ ମହାନ୍ତି): ବାପ ଘର ବୁଲି ଆସି ଫେରିବା ବାଟରେ ଗଙ୍ଗାନାଳ କଡ଼ରୁ ଘର ଲିପା ପାଇଁ ମାଟି ସଂଗ୍ରହ କରୁଥିବା ବେଳେ ମାଟି ଅତଡ଼ା…

ଭଉଣୀଙ୍କ କଙ୍କାଳକୁ ନେଇ ବ୍ୟାଙ୍କ ଆସିଥିବା ଜିତୁଙ୍କ ଆକାଉଣ୍ଟକୁ ଆସିଲା ୧୦ଲକ୍ଷ! ସାହାଯ୍ୟ କଲେ ଫିଜିକ୍ସ ଓ୍ବାଲାର…

ନୂଆଦିଲ୍ଲୀ,୩୦।୪: ମୃତ ଭଉଣୀଙ୍କ ସଞ୍ଚୟ ଟଙ୍କା ଉଠାଇବା ପାଇଁ ଶ୍ମଶାନରୁ ମୃତଦେହ ବାହାର କରିବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣା ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri