Posted inଜାତୀୟ

ମୋଦିଙ୍କ ବିରୋଧରେ ନିର୍ବାଚନ ଲଢିଲେ ନିଶ୍ଚିତ ଜିତିବେ ପ୍ରିୟଙ୍କା ଗାନ୍ଧୀ: ସଞ୍ଜୟ ରାଉତ

ମୁମ୍ବାଇ,୧୪।୮: ଶିବସେନା(ଉଦ୍ଧବ ଠାକରେ ଗ୍ରୁପ) ନେତା ସଞ୍ଜୟ ରାଉତ କହିଛନ୍ତି, ଯଦି ବାରାଣସୀ ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ନିର୍ବାଚନ ଲଢନ୍ତି ତେବେ ସେ ବିଜୟୀ ହେବା ନିଶ୍ଚିତ। କାରଣ ବାରାଣସୀର ଲୋକେ ପ୍ରିୟଙ୍କାକୁ ଚାହୁଁଛନ୍ତି। ତେଣୁ ବାରାଣସୀ ଓ ଆମେଠିର ଲଢେଇ ଭାରତୀୟ ଜନତା ପାର୍ଟି(ଭାଜପା) ପାଇଁ କଠିନ ହେବ ବୋଲି ସେ କହିଛନ୍ତି।

ସମାଚାର ଏଜେନ୍ସି ପିଟିଆଇର ସୂଚନା ଅନୁଯାୟୀ ରବିବାର ମୁମ୍ବାଇରେ ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତରରେ ସେ ଏହି ଦାବି କରିଛନ୍ତି। ଶିବସେନା (ୟୁବିଟି) ଏମପି କହିଛନ୍ତି ଯେ ଯଦି କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ବାରାଣାସୀରୁ ପ୍ରତିଦ୍ୱନ୍ଦ୍ୱିତା କରନ୍ତି, ତେବେ ପ୍ରଧାନମନ୍ତ୍ରୀଙ୍କ ପାଇଁ ଲୋକ ସଭା ଆସନ ପାଇବା କଷ୍ଟକର ହେବ। ସେ କହିଛନ୍ତି ମୁଁ ନିଶ୍ଚିତ ଯେ ପ୍ରିୟଙ୍କା ଜିତିବେ। ରାଉତ କହିଛନ୍ତି ଯେ ୨୦୨୪ରେ ସାରା ଦେଶ ରାହୁଲ ଗାନ୍ଧୀଙ୍କ ସହ ଛିଡା ହେବ।
ଏହା ସହିତ ସେ ଆମେଠି, ବାରାଣାସୀ ଏବଂ ରାୟବରେଲି ଆସନରେ ପରିବର୍ତ୍ତନ ଆଣିବାକୁ ମଧ୍ୟ ଦାବି କରିଛନ୍ତି। ବର୍ତ୍ତମାନ ବାରାଣାସୀରୁ ପ୍ରଧାନମନ୍ତ୍ରୀ ମୋଦି, ଆମେଠିରୁ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଏବଂ ରାୟବରେଲି ଆସନରୁ କଂଗ୍ରେସର ବରିଷ୍ଠ ନେତା ସୋନିଆ ଗାନ୍ଧୀ ଏମପି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri