ଚକ୍‌ଖଡ଼ି, କାଗଜରେ ଶିବ ମନ୍ଦିର:ମହାଶିବରାତ୍ରିର ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ଏଲ୍‌.ଈଶ୍ୱର ରାଓ

ଖୋର୍ଦ୍ଧା,୨୬ା୨(ପ୍ରଭାତ ପାଣିଗ୍ରାହୀ):ଚକ୍‌ଖଡ଼ିରେ ଶିବଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରି ମହାଶିବରାତ୍ରିର ଶୁଭେଚ୍ଛା ଜଣାଇଛନ୍ତି ସୂକ୍ଷ୍ମ କାରୁକାର୍ଯ୍ୟ ଶିଳ୍ପୀ ଏଲ୍‌.ଈଶ୍ୱର ରାଓ। ଜଟଣୀ ହାଟବଜାର ଗୋପୀନାଥପୁରର ଈଶ୍ୱର ଚକ୍‌ଖଡ଼ି ଓ କାଗଜକୁ ନେଇ ୭ଇଞ୍ଚର ଶିବ ମନ୍ଦିର ପ୍ରସ୍ତୁତ କରିଛନ୍ତି। ଏହି ମନ୍ଦିର ଉଚ୍ଚତା ୭ ଇଞ୍ଚ, ସାଢ଼େ ୫ଇଞ୍ଚ ଚଉଡ଼ା, ୦.୫ସେମିର ୪ଟି ଶିବ ମୂର୍ତ୍ତି ରହିଛି। ମନ୍ଦିର ଚାରିପାଖରେ ଚକଖଡିରେ ୨୫ଟି ପାର୍ଶ୍ୱଦେବଦେବୀଙ୍କ ମୂର୍ତ୍ତି ରହିଛି। ଯେଉଁଥିରେ ଏକ ଇଞ୍ଚର ଗଣେଶ, କାର୍ତ୍ତିକ, ପାର୍ବତୀ, ନନ୍ଦୀ ଆଦି ରହିଛନ୍ତି। ଏଥିଲାଗି ତାଙ୍କୁ ୧୫ଦିନ ସମୟ ଲାଗିଥିବା ଈଶ୍ୱର କହିଛନ୍ତି। ଏହା ମାଧ୍ୟମରେ ଜନସାଧାରଣଙ୍କୁ ମହାଶିବରାତ୍ରିର ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କ ସୁଖସମୃଦ୍ଧି, ସକଳ ମନସ୍କାମନା ପୂର୍ଣ୍ଣ ପାଇଁ ମହାଦେବଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ୧…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri