ଶ୍ରୀମନ୍ଦିରକୁ ୨୧ କିଲୋ ରୁପା ଦାନ କଲେ ଶିବ

ପୁରୀ ଅଫିସ,୪।୧: ଭୁବନେଶ୍ୱର ନିବାସୀ ଶିବପ୍ରସାଦ ପଣ୍ଡା ଓ ତାଙ୍କ ପରିବାର ରବିବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୨୧ କିଲୋଗ୍ରାମ ରୁପା ଦାନ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାରଙ୍କ ଉପସ୍ଥିତିରେ ଶିବପ୍ରସାଦ ଏହି ଦାନ କରିଛନ୍ତି। ରତ୍ନସିଂହାସନରେ ବିଜେ ଚତୁର୍ଦ୍ଧାବିଗ୍ରହଙ୍କ ସହ ଅଧିଷ୍ଠିତ ଭୂଦେବୀ, ଶ୍ରୀଦେବୀ ଓ ଦକ୍ଷିଣୀ ଘରେ ବିଜେ ମଦନମୋହନଙ୍କ ନୂଆ ପ୍ରଭା ନିର୍ମାଣ ନିମନ୍ତେ ଏହି ରୁପା ଦାନ କରିଥିବା ସେ କହିଛନ୍ତି। ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବା ମୋ ପାଇଁ ସୌଭାଗ୍ୟର କଥା, ମୁଁ ତାଙ୍କ ନିକଟରେ ସବୁବେଳେ ସମର୍ପିତ ବୋଲି ଶିବପ୍ରସାଦ ଭାବବିହ୍ବଳ ହୋଇ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶହେ ଲିଟର ଦେଶୀମଦ ଜବତ, ୨ ଗିରଫ

ଧରାକୋଟ,୨୮ା୪(ଡି.ଏନ.ଏ.)- ଧରାକୋଟ ଥାନା ଚମ୍ପାପଲ୍ଲି ଗ୍ରାମରେ ବ୍ୟାପକ ଚୋରାମଦ ପ୍ରସ୍ତୁତି ଚାଲିଥିବାବେଳେ ବାରମ୍ବାର ପୋଲିସ ଓ ଅବକାରୀ ବିଭାଗର ଚଢ଼ାଉ ଜାରି ରହିଛି। ମାତ୍ର ମଦ...

ବିସ୍ଫୋରକ ରୂପ ନେଲା କାଜୁ ଜଙ୍ଗଲ ବିବାଦ: ସଂଘବଦ୍ଧ ଆକ୍ରମଣରେ ୨ ଆଦିବାସୀ ନିହତ

ନୟାଗଡ ଅଫିସ/ରଣପୁର,୧୧ା୪(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ରାଇପଡାସ୍ଥିତ କାଜୁ ଜଙ୍ଗଲକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଶୁକ୍ରବାର ବିସ୍ପୋରକ ରୂପ ନେଇଛି। ରାଇପଡା ନୂଆସାହି...

୨୦୧୯ ମୋଟର ଯାନ ସଂଶୋଧନ ଆଇନ: ଜନସାଧାରଣଙ୍କ ଅବଗତ ପାଇଁ ସଚେତନତା ଶୋଭାଯାତ୍ରା

କୋରୁକୋଣ୍ଡା ୫।୯(ଡ଼ି.ଏନ.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଓରକେଲ ଥାନା ପକ୍ଷରୁ ୨୦୧୯ ମୋଟର ଯାନ ସଂଶୋଧନ ଆଇନ ବିଷୟରେ ଜନସଚେତନତା ନିମନ୍ତେ...

ଆଦିବାସୀ କଳା, ସଂସ୍କୃତିର ଝଲକ ଦେଖାଇଲେ ୩୦ ଶିଳ୍ପୀ

କୋରାପୁଟ,୪।୩(ସ୍ବ.ପ୍ର.) – ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ କୋରାପୁଟରେ ଏକ ଚିତ୍ରକଳା କର୍ମଶାଳା ଗୁରୁବାର ଆଞ୍ଚଳିକ ଆର୍ଟ ଗ୍ୟାଲେରିଠାରେ ଉଦ୍‌ଘାଟିତ ହୋଇଛି। ଜିଲାର ବିଭିନ୍ନ...

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ, ପ୍ୟାକ୍ସ ଅଫିସରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ,୧୮।୧୧: ବରଗଡ଼ ଜିଲାରେ ଗତ ୧୫ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥର ରାଜ୍ୟ ସରକାର ଧାନ କିଣାବିକାରେ ଟୋକନ...

ନୂଆଗାଁରେ ନିଆରା ବିବାହ: ମାସ୍କ ପିନ୍ଧି ବିବାହ କଲେ ବରକନ୍ୟା

ନୟାଗଡ଼ ଅଫିସ,୨୭ା୪: ବାହାଘର ହେଲା। ହେଲେ ନ ଥିଲା ବାଜା ବାଣ, ରୋଷଣୀ କିମ୍ବା ଭୋଜି ଭାତର ଆସର। ପୁରୋହିତଙ୍କ ମନ୍ତ୍ରଗାନ ମଧ୍ୟ ଶୁଭୁ ନ...

କଟକରୁ ୧୬୨ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୯।୮-କଟକ ସହରରୁ ବୁଧବାର ୧୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୨ରୁ ୧୦୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୬୨ ଲୋକାଲ କଣ୍ଟାକ୍ଟ...

ମିନତି ମିଶ୍ରଙ୍କୁ ମରଣୋତ୍ତର ଗୁରୁ ଗଙ୍ଗାଧର ପ୍ରଧାନ ସମ୍ମାନ

କୋଣାର୍କ,୨୨।୨(ଡି.ଏନ.ଏ): କୋଣାର୍କ ନାଟ୍ୟମଣ୍ଡପରେ ଚାଲିଥିବା ୩୪ତମ କୋଣାର୍କ ନୃତ୍ୟ ଓ ସଙ୍ଗୀତ ଉତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ପଞ୍ଚଦେବ ସ୍ତୁତି ପରେ ବିଖ୍ୟାତ ସିତାର ବାଦକ...

Advertisement
Archives

Model This Week