Posted inଜାତୀୟ

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା ବେପାର ଆଶଙ୍କା ଥିବାରୁ ଓଡ଼ିଶା କଂଗ୍ରେସର ୮ ବିଧାୟକ ବେଙ୍ଗାଲୁରୁ ଆସିଛନ୍ତି। ବିଧାୟକମାନଙ୍କୁ ଭେଟି ଆଲୋଚନା କରିବେ ବୋଲି ଶିବକୁମାର କହିଛନ୍ତି।

ପୂର୍ବରୁ ୮ ଜଣ ବିଧାୟକ ବେଙ୍ଗାଲୁରୁ ଯିବା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଥିଲେ। ତାରା କହିଥିଲେ, ବିଧାୟକମାନେ ନିଜ ଇଚ୍ଛାରେ ବୁଲିବାକୁ ଯାଇଛନ୍ତି। ସେମାନେ ଘୋଡ଼ା ବେପାର ପାଇଁ ନୁହେଁ କି କାହାକୁ ଡରି ଯାଇନାହାନ୍ତି। ଦୁଇଦିନ ପରେ ସେମାନେ ଫେରି ଆସିବେ ।

ଅନ୍ୟପକ୍ଷେ ବିଧାୟିକା ସୋଫିଆ ଫିର୍ଦ୍ଦୋଶ କହିଥିଲେ, କିଛି ବିଧାୟକ ରାଜ୍ୟ ବାହାରକୁ ଯାଇଥିବା ଖବର ମିଡ଼ିଆରୁ ଜାଣିବାକୁ ପାଇଛି। ସେମାନେ କ’ଣ ପାଇଁ ଯାଇଛନ୍ତି ତାହା ମୁଁ ଜାଣି ନ ଥିବା ଗଣମାଧ୍ୟମକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ୍‌ର ଅଚଳାବସ୍ଥା ନେଇ ଗର୍ଜିଲା କଂଗ୍ରେସ

ନୂଆପଡ଼ା,୧୩ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ରନ୍ଧନ ଗ୍ୟାସକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥାକୁ ନେଇ ଶୁକ୍ରବାର ଜିଲା କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। ଜିଲା କଂଗ୍ରେସ…

ଶ୍ରୀମନ୍ଦିରରେ ରକ୍ତଛିଟା: ଭିତର କାଠ ଦର୍ଶନ ବିଳମ୍ବ

ପୁରୀ,୧୩।୩: ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ। ରକ୍ତଛିଟା ପଡ଼ିଥିବାରୁ ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଗର୍ଭଗୃହ ଭିତର ପାହାଚ ପାଖରେ ରକ୍ତଛିଟା ପଡ଼ିଥିବା ଦେଖିବାକୁ ମିଳିଥିଲା। ମହାପ୍ରସାଦ ଆଣିବା…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

କ୍ରିକେଟ ଟୁର୍ନାମେଣ୍ଟ: ଧରାକୋଟ ଟିମ୍‌ ଚାମ୍ପିୟନ

ଧରାକୋଟ,୧୩ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ ପକ୍ଷରୁ ଶଶିଭୂଷଣ ମିନି ଷ୍ଟାଡିୟମରେ ଚାଲିଥିବା ୧୬ତମ ଋଷିକୁଲ୍ୟା କ୍ରିକେଟ ଟର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands…

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ…

‘IPL ଖେଳିବା ଛାଡିଦେବେ…’,ଧୋନିଙ୍କ ଅବସରକୁ ନେଇ ବଡ଼ ଭବିଷ୍ୟବାଣୀ, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୩।୩: ୨୦୨୬ IPL ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ (ଆରସିବି ବନାମ ଏସଆରଏଚ) ମଧ୍ୟରେ…

ପେଟ୍ରୋଲ, ଗ୍ୟାସକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ କହିଲେ…

ନୂଆଦିଲ୍ଲୀ,୧୩।୩: ଏଣିକି ପେଟ୍ରେଲ୍‌ ଏବଂ ଗ୍ୟାସ କଳାବଜାର କରୁଥିଲେ ହୋଇଯାନ୍ତୁ ସାବଧାନ। ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଳାବଜାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି,ପେଟ୍ରୋଲିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri