କେବେ ବିବାହ କରିବେ ଶିବାଙ୍ଗୀ? ଅଭିନେତ୍ରୀ କହିଲେ…

ବମ୍ବେ: ଲୋକପ୍ରିୟ ଧାରାବାହିକ ‘ୟେ ରିସ୍ତା କ୍ୟା କହଲାତା ହୈ’ରେ ଅଭିନୟ କରି ବାହାବା ସାଉଁଟିଛନ୍ତି ଶିବାଙ୍ଗୀ ଜୋଶୀ। ଶୋ’ରେ ମୋହସିନଙ୍କ ସହ ତାଙ୍କର ଯୋଡ଼ି ବେଶ ଜମିଥାଏ। ଏପରିକି ଉଭୟଙ୍କୁ ବେଷ୍ଟ କପଲ୍‌ ବୋଲି ମଧ୍ୟ ପ୍ରଶଂସକ କୁହନ୍ତି। ତେବେ ବାସ୍ତବ ଜୀବନରେ କେବେ ବିବାହ କରିବେ ଶିବାଙ୍ଗୀ। ଏନେଇ ପଚରାଯିବାରେ ବେଶ୍‌ ଫିଲ୍ମି ଉତ୍ତର ଦେଇଛନ୍ତି ଅଭିନେତ୍ରୀ।

ନିକଟରେ ପ୍ରଶଂସକଙ୍କ ସହ କଥା ହେଉଥିଲେ ଶିବାଙ୍ଗୀ। ଏହି ସମୟରେ କେବେ ବିବାହ କରିବେ ବୋଲି ଜଣେ ପ୍ରଶ୍ନ କରିଥିଲେ। ଜବାବରେ ସେ କହିଥିଲେ, ‘ଦେଖିବି, ଭାବିବି, କାଲି ନ ହେଲେ ପରଦିନ କହିବି’। ସେହିଭଳି କେବେ କାହାକୁ ପ୍ରେମ କରିଛନ୍ତି ବୋଲି ଶିବାଙ୍ଗୀଙ୍କୁ ପଚରାଯାଇଥିଲା। ଏହାର ଜବାବ ସେ ଫିଲ୍ମ ଷ୍ଟାଇଲରେ ଦେଇ ‘ହେ, ତୁମ୍‌ନେ କଭି କିସି ସେ ପ୍ୟାର କିୟା? କଭି କିସିକୋ ଦିଲ ଦିଆ? ମୈନେ ଭି ଦିୟା’ ବୋଲି କହିଥିଲେ।

ଏହାଛଡ଼ା ଶିବାଙ୍ଗୀ ପରିବାର ଲୋକଙ୍କ ସହ ସମୟ ବିତାଇବାକୁ ପସନ୍ଦ କରନ୍ତି। ତାଙ୍କୁ ରୋଷେଇ କରିବା ମଧ୍ୟ ପସନ୍ଦ। ଲକ୍‌ଡାଉନ୍‌ ସମୟରେ ସେ ବହୁତ କିଛି ରୋଷେଇ କରିବା ଶିଖିଛନ୍ତି। ମହାମାରୀ ତାଙ୍କୁ ପରିବାରର ଗୁରୁତ୍ୱ ବୁଝାଇଛି। ଏଣୁ ପରିବାର ସହ ସମୟ ବିତାଇବା ସବୁଠାରୁ ସୁଖଦ ଅନୁଭୂତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri