Posted inଜାତୀୟ

ପ୍ରେସକ୍ରିପଶନ ଉପରେ ଶ୍ରୀହରି ଲେଖିବାକୁ ଡାକ୍ତରଙ୍କୁ ଶିବରାଜଙ୍କ ପରାମର୍ଶ…

ଭୋପାଳ,୧୫।୧୦ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଭାଜପାର ହିନ୍ଦୀକୁ ସରକାରୀ ଭାଷାରେ ସାମିଲ କରିବା ଲାଗି ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ସେ ଶନିବାର ରାଜ୍ୟର ଡାକ୍ତରମାନଙ୍କୁ ରୋଗୀଙ୍କ ପ୍ରେସକ୍ରିପଶନ ଉପରେ ଆରଏକ୍ସ ଲେଖାଯାଉଥିବା ସ୍ଥାନରେ ଶ୍ରୀହରି ଲେଖିବାକୁ ପରାମର୍ଶ ଦେଇଛନ୍ତି। ଏହା ପରେ ଔଷଧର ନାମ ମଧ୍ୟ ହିନ୍ଦୀରେ ଲେଖିବାକୁ ଅପିଲ୍‌ କରିଛନ୍ତି।

ଡାକ୍ତରମାନଙ୍କୁ ହିନ୍ଦୀରେ ଲେଖିବାକୁ କ’ଣ ଅସୁବିଧା ହେଉଛି ବୋଲି ସେ ପ୍ରଶ୍ନ କରିଛନ୍ତି। ରାଜ୍ୟରେ ଗ୍ରାମାଞ୍ଚଳରେ ବହୁ ଡାକ୍ତରଙ୍କର ଆବଶ୍ୟକତା ରହିଛି। ହିନ୍ଦୀରେ ଲେଖିରେ ଗାଁର ସାଧାରଣ ଲୋକଙ୍କ ପାଇଁ ସୁବିଧା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟ ସରକାର ମେଡ଼ିକାଲ ପାଠ୍ୟକ୍ରମରେ ପ୍ରଥମ ବର୍ଷ ପଢ଼ାଯାଉଥିବା ପାଠ୍ୟ ପୁସ୍ତକକୁ ହିନ୍ଦୀରେ ପ୍ରସ୍ତତ କରି ସାରିଥିବା ସେ କହିଛନ୍ତି। ଆଗାମୀ ଦିନରେ ଦ୍ୱିତୀୟ, ତୃତୀୟ ସମେତ ପିଜି ପାଠ୍ୟକ୍ରମର ପାଠ୍ୟପୁସ୍ତକ ମଧ୍ୟ ହିନ୍ଦୀରେ ପ୍ରସ୍ତୁତ କରାଯିବ। ରବିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମେଡ଼ିକାଲ ପାଠ୍ୟକ୍ରମର ପ୍ରଥମ ବର୍ଷର ହିନ୍ଦୀ ପାଠ୍ୟ ପୁସ୍ତକର ଲୋକାର୍ପଣ କରିବେ। ସରକାର ବିଭିନ୍ନ ସରକାରୀ ଭାଷାରେ ହିନ୍ଦୀ ଭାଷାର ବହୁଳ ବ୍ୟବହାର ଉପରେ ଗୁରୁତ୍ୱାରୋପ କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri