Posted inଜାତୀୟ

ପ୍ରେସକ୍ରିପଶନ ଉପରେ ଶ୍ରୀହରି ଲେଖିବାକୁ ଡାକ୍ତରଙ୍କୁ ଶିବରାଜଙ୍କ ପରାମର୍ଶ…

ଭୋପାଳ,୧୫।୧୦ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଭାଜପାର ହିନ୍ଦୀକୁ ସରକାରୀ ଭାଷାରେ ସାମିଲ କରିବା ଲାଗି ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ସେ ଶନିବାର ରାଜ୍ୟର ଡାକ୍ତରମାନଙ୍କୁ ରୋଗୀଙ୍କ ପ୍ରେସକ୍ରିପଶନ ଉପରେ ଆରଏକ୍ସ ଲେଖାଯାଉଥିବା ସ୍ଥାନରେ ଶ୍ରୀହରି ଲେଖିବାକୁ ପରାମର୍ଶ ଦେଇଛନ୍ତି। ଏହା ପରେ ଔଷଧର ନାମ ମଧ୍ୟ ହିନ୍ଦୀରେ ଲେଖିବାକୁ ଅପିଲ୍‌ କରିଛନ୍ତି।

ଡାକ୍ତରମାନଙ୍କୁ ହିନ୍ଦୀରେ ଲେଖିବାକୁ କ’ଣ ଅସୁବିଧା ହେଉଛି ବୋଲି ସେ ପ୍ରଶ୍ନ କରିଛନ୍ତି। ରାଜ୍ୟରେ ଗ୍ରାମାଞ୍ଚଳରେ ବହୁ ଡାକ୍ତରଙ୍କର ଆବଶ୍ୟକତା ରହିଛି। ହିନ୍ଦୀରେ ଲେଖିରେ ଗାଁର ସାଧାରଣ ଲୋକଙ୍କ ପାଇଁ ସୁବିଧା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟ ସରକାର ମେଡ଼ିକାଲ ପାଠ୍ୟକ୍ରମରେ ପ୍ରଥମ ବର୍ଷ ପଢ଼ାଯାଉଥିବା ପାଠ୍ୟ ପୁସ୍ତକକୁ ହିନ୍ଦୀରେ ପ୍ରସ୍ତତ କରି ସାରିଥିବା ସେ କହିଛନ୍ତି। ଆଗାମୀ ଦିନରେ ଦ୍ୱିତୀୟ, ତୃତୀୟ ସମେତ ପିଜି ପାଠ୍ୟକ୍ରମର ପାଠ୍ୟପୁସ୍ତକ ମଧ୍ୟ ହିନ୍ଦୀରେ ପ୍ରସ୍ତୁତ କରାଯିବ। ରବିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମେଡ଼ିକାଲ ପାଠ୍ୟକ୍ରମର ପ୍ରଥମ ବର୍ଷର ହିନ୍ଦୀ ପାଠ୍ୟ ପୁସ୍ତକର ଲୋକାର୍ପଣ କରିବେ। ସରକାର ବିଭିନ୍ନ ସରକାରୀ ଭାଷାରେ ହିନ୍ଦୀ ଭାଷାର ବହୁଳ ବ୍ୟବହାର ଉପରେ ଗୁରୁତ୍ୱାରୋପ କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?