Posted inଜାତୀୟ

ଭଲ ବର୍ଷା ପାଇଁ ମହାକାଳେଶ୍ୱର ମନ୍ଦିରରେ ପହଞ୍ଚିଲେ ଶିବରାଜ…

ଉଜ୍ଜୟନୀ,୪।୯ : ମଧ୍ୟପ୍ରଦେଶର ଉଜ୍ଜୟନୀରେ ଅବସ୍ଥିତ ବିଶ୍ୱ ପ୍ରସିଦ୍ଧ ଶ୍ରୀ ମହାକାଳେଶ୍ୱର ମନ୍ଦିରରେ ଶ୍ରୀ ମହାକାଳେଶ୍ୱର ପରିଚାଳନା କମିଟି ସୋମବାର ସକାଳରୁ ଦେଶ ତଥା ରାଜ୍ୟରେ ଭଲ ବର୍ଷା ତଥା ଜନ କଲ୍ୟାଣ ପରିପ୍ରେକ୍ଷୀରେ ଏକ ପୂଚାର୍ଚ୍ଚନା ଆୟୋଜିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଯୋଗ ଦେଇଥିଲେ। ସୋମବାର ସକାଳେ ଶିବରାଜ ହେଲିକପ୍ଟର ଯୋଗେ ଦେୱାସ ରୋଡରେ ପୋଲିସ ଲାଇନରେ ପହଞ୍ଚିଥିଲେ।

ସେଠାରେ ଭାଜପା ଅଧିକାରୀ ଏବଂ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ। ଏହା ପରେ ସେ ସିଧାସଳଖ ଶ୍ରୀ ମହାକାଳେଶ୍ୱର ମନ୍ଦିରରେ ପହଞ୍ଚିଥିଲେ। ସେଠାରେ ସେ ପ୍ରଥମେ ବାବା ମହାକାଳଙ୍କ ପୂଜା କରିଥିଲେ।

ଏହା ପରେ ସେ ପୂଜାର୍ଚ୍ଚନାରେ ଯୋଗ ଦେଇଥିଲେ। ଶ୍ରୀ ମହାକାଳେଶ୍ୱର ମନ୍ଦିରର ପୁରୋହିତ ତଥା ମହାକଲ ମନ୍ଦିର ପରିଚାଳନା କମିଟିର ସଦସ୍ୟ ପଣ୍ଡିତ ରାମ ଶର୍ମା କହିଛନ୍ତି ଭଲ ବର୍ଷା ତଥା ଦେଶ ତଥା ରାଜ୍ୟର ଲୋକଙ୍କ କଲ୍ୟାଣ କାମନା କରି ମହାଋଦ୍ରାଭିଷେକ କରାଯାଉଛି। ଏହା ମହାକାଳ ମନ୍ଦିରର ୬୬ ପୁରୋହିତଙ୍କ ଦ୍ୱାରା କରାଯାଉଛି।
ମଧ୍ୟପ୍ରଦେଶରେ ଏଥର ସ୍ବାଭାବିକ ତୁଳନାରେ ୧୩ ପ୍ରତିଶତ କମ ବର୍ଷା ହୋଇଛି। ଏହି କାରଣରୁ ଦେବଦେବ ମହାଦେବ ମହାକାଳଙ୍କୁ ପୂଜାର୍ଚ୍ଚନା କରାଯାଇଛି। ଭାଦ୍ରବ ମାସରେ ପ୍ରଥମ ଥର ପାଇଁ ଏହି ରୀତିନୀତି ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri