Posted inଖେଳ

ନ୍ୟୁଜିଲାଣ୍ଡ ସିରିଜ ପାଇଁ ଶିବବ୍ରତ ମ୍ୟାନେଜର

ଭୁବନେଶ୍ୱର,୧୭ା୧(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ୍‌ (ଓସିଏ) ସଦସ୍ୟ ରହିଥିବା ଶିବବ୍ରତ ମଲ୍ଲିକଙ୍କୁ ନ୍ୟୁଜିଲାଣ୍ଡ ସିରିଜ୍‌ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ମ୍ୟାନେଜର ଘୋଷଣା କରାଯାଇଛି। ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ। ହାଇଦ୍ରାବାଦ, ରାୟପୁର ଓ ଇନ୍ଦୋରରେ ୩ଟି ଯାକ ମ୍ୟାଚ୍‌ ଖେଳାଯିବାକୁ ଥିବା ବେଳେ ଶିବବ୍ରତ ଭାରତୀୟ ଦଳର ମ୍ୟାନେଜର ରହିବେ। ନୂତନ ପଦରେ ନିଯୁକ୍ତିକୁ ନେଇ ଶିବବ୍ରତଙ୍କୁ ଓସିଏ ସଭାପତି ପ୍ରଣବ ପ୍ରକାଶ ଦାସ ଓ ସମ୍ପାଦକ ଆଶୀର୍ବାଦ ବେହେରା ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚେନ୍ନାଇରେ ବିଦାୟୀ ମ୍ୟାଚ୍‌ ଖେଳିବାକୁ ଚାହେଁ

ଚେନ୍ନାଇ,୬।୧୦: ଚଳିତ ଆଇପିଏଲ୍‌ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଲାଗି ଅନ୍ତିମ ସିଜନ ହୋଇପାରେ ବୋଲି ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ...

ସ୍ଥଗିତ ହେବ ଟୋକିଓ ଅଲିମ୍ପିକ୍ସ: ଆଇଓସି ସଦସ୍ୟ

ଟୋକିଓ, ୨୪।୩: କୋଭିଡ-୧୯ ବା କରୋନା ଭାଇରସ ଆତଙ୍କ କାରଣରୁ ବିଶ୍ୱର ସର୍ବଶ୍ରେଷ୍ଠ କ୍ରୀଡ଼ା ମହାକୂମ୍ଭ ଅଲିମ୍ପିକ୍ସ ସ୍ଥଗିତ ହେବା ଏକା ପ୍ରକାର ନିଶ୍ଚିତ ହୋଇଛି।...

ଆଷ୍ଟୋନ ଆଗରଙ୍କ ହ୍ୟାଟ୍ରିକ; ଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ଜୋହାନ୍ସବର୍ଗ,୨୨।୨- ସ୍ଥାନୀୟ ଓ୍ବାଣ୍ଡର୍ସ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ଆଷ୍ଟୋନ ଆଗର ହ୍ୟାଟ୍ରିକ ଉଇକେଟ ନେଇଛନ୍ତି। ଏଥିଯୋଗୁ ଅଷ୍ଟ୍ରେଲିଆ ୧୦୭ ରନ୍‌ର ବୃହତ୍‌ ବ୍ୟବଧାନରେ...

୬ ବର୍ଷ ଝିଅର ବ୍ୟାଟିଂ ଦେଖି ବଡ଼ ବଡ଼ କ୍ରିକେଟର୍‌ ହେଲେ ଆଶ୍ଚର୍ଯ୍ୟ

ଭାରତରେ କ୍ରିକେଟ୍‌ ସବୁଠୁ ଅଧିକ ଲୋକପ୍ରିୟ ଖେଳ। ଏହାକୁ ସବୁ ବର୍ଗର ଲୋକ ଦେଖିଥାନ୍ତି। ନିକଟରେ ଜଣେ ୬ ବର୍ଷୀୟ ଝିଅଙ୍କ ଏକ ଭିଡିଓ ଭାଇରାଲ...

ବିନୋଦ କାମ୍ବଲୀଙ୍କୁ ଚ୍ୟାଲେଞ୍ଜ ଦେଲେ ସଚିନ ତେନ୍ଦୁଲକର: ୨୮ ଜାନୁୟାରୀ ମଧ୍ୟରେ ପୂରଣ କର ଏହି କାମ

ମୁମ୍ବାଇ, ୨୨।୧: କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ନିଜ ବନ୍ଧୁ ତଥା ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲୀଙ୍କୁ ଏକ ଚ୍ୟାଲେଞ୍ଜ ଦେଇଛନ୍ତି। ଏହାକୁ ପୂରଣ...

ଫିଟ୍‌ନେସ୍‌ ଟେଷ୍ଟବେଳେ ଅକମଲଙ୍କ ଅସଦାଚରଣ

କରାଚୀ,୩।୨- ଦୀର୍ଘଦିନ ହେଲା ପାକିସ୍ତାନ ଜାତୀୟ ଦଳରୁ ବାଦ୍‌ ପଡ଼ିଥିବା ଉମର ଅକମଲ ଶୃଙ୍ଖଳାଗତ ଦଣ୍ଡାଦେଶର ସମ୍ମୁଖୀନ ହୋଇପାରନ୍ତି। ସେ ଫିଟ୍‌ନେସ ଟେଷ୍ଟବେଳେ ଟ୍ରେନରଙ୍କୁ ଅପମାନିତ...

ପ୍ରବାସୀ ଶ୍ରମିକଙ୍କୁ ଖାଦ୍ୟ ବାଣ୍ଟୁଛନ୍ତି ଏହି କ୍ରିକେଟର୍‌

କରୋନା ଯୋଗୁ ଏବେ କ୍ରିକେଟ ସିରିଜ୍‌ ଆୟୋଜନ କରାଯାଉନାହିଁ। ଏହି ସମୟରେ କିଛି ଭାରତୀୟ କ୍ରିକେଟରମାନେ ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବାବେଳେ ଆଉ କିଛି କ୍ରିକେଟର...

ଆର୍‌ସିବିର ମୁଖ୍ୟ ଅସ୍ତ୍ର ମ୍ୟାକ୍ସଓ୍ବେଲ

ନୂଆଦିଲ୍ଲୀ,୩୧।୩: ଗ୍ଲେନ୍‌ ମ୍ୟାକ୍ସଓ୍ବେଲଙ୍କ ବିସ୍ଫୋରକ ତଥା ଆକ୍ରମଣାତ୍ମକ ବ୍ୟାଟିଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହେବ। ଆଗାମୀ ସଂସ୍କରଣରେ ସେ...

Advertisement
Archives

Model This Week