Posted inଜାତୀୟ

ପରିସ୍ରା ମାମଲା ପୀଡ଼ିତଙ୍କୁ ଘରକୁ ଡାକି ପାଦ ଧୋଇଲେ ଶିବରାଜ…

ଭୋପାଳ,୬।୭ : ମଧ୍ୟପ୍ରଦେଶର ସିଦ୍ଧ ଜିଲ୍ଲାରେ ଜଣେ ଆଦିବାସୀଙ୍କୁ ନିର୍ଯାତନା ଦେଇ ପରିସ୍ରା କରିବା ମାମଲା ସାମ୍ନାକୁ ଆସିଥିଲା। ଭିଡିଓ ଭାଇରାଲ ହେବା ପରେ ମଧ୍ୟପ୍ରଦେଶର ରାଜନୀତି ତୀବ୍ର ହୋଇଛି। ପରିସ୍ରାର ଶିକାର ହୋଇଥିବା ଆଦିବାସୀମାନଙ୍କୁ ରାଜ୍ୟ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଭେଟିଛନ୍ତି। ଶିବରାଜ ପୀଡିତ ଦଶମତ ରାୱତଙ୍କୁ ତାଙ୍କ ବାସଭବନକୁ ଡାକି ତାଙ୍କ ସହ କଥା ହୋଇଥିଲେ। ଏହା ସହିତ ତାଙ୍କ ପାଦ ଧୋଇ ଦେଇଥିଲେ।

ଶିବରାଜ ଦଶମତଙ୍କୁ ଘରକୁ ଡାକି ପାଦ ଉପଢ଼ୌକନ ପ୍ରଦାନ କରି  ସମ୍ମାନିତ କରିଥିଲେ। ଶିବରାଜ ସିଂ ତାଙ୍କ ଅଫିସିଆଲ ଟୁଇଟର ଆକାଉଣ୍ଟରୁ କିଛି ଏହାର ଫଟୋ ଟୁଇଟ କରିଛନ୍ତି। ଶିବରାଜ କହିଛନ୍ତି ମୁଁ ଦଶମତ ଜୀଙ୍କୁ କ୍ଷମା ମାଗୁଛି। ମୋ ପାଇଁ ସର୍ବସାଧାରଣ ହେଉଛି ଭଗବାନ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri