Posted inଜାତୀୟ

ଭାଜପା ସଂସଦୀୟ ବୋର୍ଡରୁ ଶିବରାଜ-ଗଡ଼କରୀ ବାହାରିଲେ…

ନୂଆଦିଲ୍ଲୀ, ୧୭।୮ : ଭାରତୀୟ ଜନତା ପାର୍ଟି ଦ୍ୱାରା ନୂତନ ସଂସଦୀୟ ବୋର୍ଡ ଘୋଷଣା କରାଯାଇଛି। ୍‌ବରିଷ୍ଠ ନେତା ଶିବରାଜ ସିଂ ଚୌହ୍ବାନ ଏବଂ ନିତିନ ଗଡକରୀଙ୍କୁ ବୋର୍ଡରେ ସ୍ଥାନ ମିଳିନାହିଁ। ଏଥି ସହିତ ବିଏସ ୟେଦୁରପ୍ପା ଏବଂ ବି.ଏଲ ସାନ୍ତୋଷଙ୍କୁ ସଂସଦୀୟ ବୋର୍ଡରେ ସ୍ଥାନ ମିଳିଛି।

ସଂସଦୀୟ ବୋର୍ଡରେ ଜେ.ପି. ନଡ୍ଡା (ଅଧ୍ୟକ୍ଷ), ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ବି.ଏସ . ୟେଦୁରପ୍ପା, ସର୍ବାନନ୍ଦ ସୋନୋୱାଲ, କେ ଲକ୍ଷ୍ମଣ, ଇକବାଲ ସିଂ ଲାଲପୁରା, ସୁଧା ଯାଦବ, ସତ୍ୟନାରାୟଣ ଜଟିଆ, ବି.ଏଲ ସନ୍ତୋଷ (ସଚିବ) ପ୍ରମୁଖ ରହିଛନ୍ତି।

ଏହା ବ୍ୟତୀତ କେନ୍ଦ୍ରୀୟ ନିର୍ବାଚନ କମିଟି ମଧ୍ୟ ଗଠନ କରାଯାଇଛି। ଏଥିରେ ୧୫ ଜଣ ସଦସ୍ୟ ଅଛନ୍ତି। କେନ୍ଦ୍ରୀୟ ସଂସଦ କମିଟି ପରି ଜେ.ପି. ନଡ୍ଡାଙ୍କୁ ନିର୍ବାଚନ କମିଟିର ଅଧ୍ୟକ୍ଷ କରାଯାଇଛି।

ନିର୍ବାଚନ କମିଟିରେ ଜେ.ପି. ନଡ୍ଡା, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ବି.ଏସ ୟେଦୁରପ୍ପା, ସର୍ବାନନ୍ଦ ସୋନୋୱାଲ, କେ ଲକ୍ଷ୍ମଣ, ଇକବାଲ ସିଂ ଲାଲପୁରା, ସୁଧା ଯାଦବ, ସତ୍ୟନାରାୟଣ ଜଟିଆ, ଭୁପେନ୍ଦ୍ର ଯାଦବ, ଦେବେନ୍ଦ୍ର ଫଡନାଭିସ, ଓମ ମାଥୁର, ବି.ଏଲ ସନ୍ତୋଷ, ଭନଥୀ ଶ୍ରୀନିବାସ ପ୍ରମୁଖଙ୍କ ନାମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?