Posted inଜାତୀୟ

ଟ୍ୟୁସନ ଫି ନ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୋପାଳ,୬ ।୭: ସାରା ଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ବିଶେଷଜ୍ଞମାନେ କହିଛନ୍ତି ଆଗାମୀ ତୃତୀୟ ଲହର ଆହୁରି ଭୟ୍‌କର ହେବ । ଏହାର ପ୍ରଭାବ ବିଶେଷ ଭାବେ ଶିଶୁମାନଙ୍କ ଉପରେ ପଡିବ । ଏହା ଜାଣିବା ପରେ ଏବେ ମଧ୍ୟପ୍ରଦେଶରେ ପ୍ରାୟ ସମସ୍ତ ସ୍କୁଲକୁ ବନ୍ଦ କରି ଦିଆଯାଇଛି । ତେବେ ଏହି ସମୟ ପାଇଁ ମୁଖ୍ୟମନ୍ତ୍ରୀ କିଛି ନିର୍ଦ୍ଦେଶ ଦେଇଛନ୍ତି । ଆହୁରି ମଧ୍ୟ ଯେଉଁ ପାଠ୍ୟକ୍ରମରେ ମହିଳାଙ୍କୁ ଦୁର୍ବଳା ବୋଲି ଦର୍ଶାଯାଇଛି ସେପରି ପାଠ୍ୟକ୍ରମକୁ ହଟାଇ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । କରୋନା ମହାମାରୀ ସମୟରେ ଯେଉଁ ଶିଶୁମାନେ ଅନାଥ ହୋଇ ଯାଇଛନ୍ତି ସେମାଙ୍କୁ ରାଜ୍ୟ ସରକାର ସହାୟତା ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି । ଅଙ୍ଗନବାଡି କେନ୍ଦ୍ର ଓ ମିଡ ଡେ ମିଲରେ ଅଧିକ ଖାଦ୍ୟ ସାମିଲ କରିବାକୁ କୁହାଯାଇଛି । ଅଙ୍ଗନବାଡି କର୍ମୀମାନେ ପ୍ରତି ମାସରେ ଶିଶୁଙ୍କ ପୋଷଣ ସ୍ତର ଓ ରକ୍ତ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri