ଓମିକ୍ରନକୁ ନେଇ ଆକ୍ସନରେ ଶିବରାଜ, ଜାରି କଲେ ନୂଆ ଗାଇଡ ଲାଇନ

ଭୋପାଳ,୨୯ ।୧୧: କରୋନା ଭାଇରସର ନୂଆ ଭାରିଏଣ୍ଟର ଆସିବା ପରେ ଏହାକୁ ନେଇ ମଧ୍ୟପ୍ରଦେଶର ଶିବରାଜ ସିଂ ସରକାର ଆକ୍ସନ ମୁଡକୁ ଆସିଯାଇଛନ୍ତି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ନୂଆ ଗାଇଡ ଲାଇନ ଜାରି କରିଛନ୍ତି । ପ୍ରଥମତଃ ଶିକ୍ଷାନୁଷ୍ଠାନ ଗୁଡିକରେ ୫୦ ପ୍ରତିଶତ ପିଲାଙ୍କୁ ନେଇ ପାଠପଢା ଜାରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଅଭିଭାବକଙ୍କ ଅନୁମତି ନେଇ ପିଲାମାନେ ଶିକ୍ଷାନୁଷ୍ଠାନ ଆସିବା ଦରକାର । ଏହାସହ ମାସେ ମଧ୍ୟରେ ଯେଉଁମାନେ ବିଦେଶରୁ ଆସିଛନ୍ତି ସେମାନଙ୍କର କରୋନା ପରୀକ୍ଷା କରାଯିବ । ବିବାହ ବା ଅନ୍ୟ ଉତ୍ସବକୁ ନେଇ କଟାକଣା ଜାରି କରାଯାଇ ନ ଥିଲେ ମଧ୍ୟ ପ୍ରଶାସନ ଏହା ଉପରେ କଡା ନଜର ରଖିବ ବୋଲି କୁହାଯାଇଛି । ସୂଚନାଯୋଗ୍ୟ, ଗତ ୫୦ ଦିନ ମଧ୍ୟରେ ମଧ୍ୟପ୍ରଦେଶରେ ୫୦୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ପ୍ରଥମଥର ଲଞ୍ଚ୍‌ ହେବ ଆଣ୍ଟିଭାଇରସ୍‌ ପୋଷାକ

ଦେଶରେ କରୋନା ଭୂତାଣୁ କାୟା ବିସ୍ତାର କରିଛି। ଏହାକୁ ଦୃଷ୍ଟିରେ ରଖି ଦେଶରେ ପ୍ରଥମ ଥର ପାଇଁ ଆଣ୍ଟିଭାଇରସ ଟେକ୍ସଟାଇଲ ଟେକ୍ନୋଲୋଜିରେ ତିଆରି ପୋଷାକ ଲଞ୍ଚ...

ବିନା ପରୀକ୍ଷାରେ ଡିଗ୍ରୀ ନାହିଁ

ନୂଆଦିଲ୍ଲୀ, ୨୯।୮: ବିନା ପରୀକ୍ଷାରେ ଡିଗ୍ରୀ ନାହିଁ। କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶେଷ ବର୍ଷ ପରୀକ୍ଷା କରାଇବାକୁ ହେବ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ପରୀକ୍ଷା...

କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦିଙ୍କ ଉପହାର, ମହଙ୍ଗା ଭତ୍ତା ୧୭ରୁ ୨୮ ପ୍ରତିଶତକୁ ବୃଦ୍ଧି…

ନୂଆଦିଲ୍ଲୀ,୧୪।୭: କେନ୍ଦ୍ର ସରକାରଙ୍କ ଅଧିନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର ଦେଇଛନ୍ତି। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଉପରେ ଲାଗିଥିବା ରୋକ୍‌କୁ...

ଏହି ଗାଁର ପ୍ରତ୍ୟେକ ବ୍ୟକ୍ତିଙ୍କ ଶରୀରରେ ଲେଖାଯାଇଛି ପ୍ରଭୁ ରାମଙ୍କ ନାଁର ଟାଟୁ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭାରତରେ ବିଶ୍ୱାସର ବଡ଼ ମହତ୍ତ୍ୱ ରହିଛି। ଲୋକେ ବିଶ୍ୱାସ ଯୋଗୁ କିଛି ବି କରିବାକୁ ରାଜି ହୋଇଥାନ୍ତି। ଭାରତରେ ଏମିତି ଅନେକ ସମ୍ପ୍ରଦାୟ ରହିଛି, ଯେଉଁମାନେ...

ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୭୦ ହଜାରରୁ ଅଧିକ ଚିହ୍ନଟ, ୯୬୪ ମୃତ୍ୟୁ

ନୂଆଦିଲ୍ଲୀ,୨।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୭୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା...

ସୁନାର ମାସ୍କ ତିଆରି କଲେ ମନୋଜ ସେନଗାର

କାନପୁର,୧ ।୭: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ହେଲେ ମାସ୍କ ପିନ୍ଧିବା ଜରୁରୀ ବୋଲି ବିଶେଷଜ୍ଞମାନେ କହିଛନ୍ତି । ଏବେ ଏହି ମାସ୍କକୁ ନେଇ ଚର୍ଚ୍ଚାକୁ...

ପ୍ରଥମ ଥର ପାଇଁ ସଂସଦରେ ପେପର ଲେସ୍‌ ବଜେଟ୍‌

ନୂଆଦିଲ୍ଲୀ,୧୧।୧: ଦେଶ ସ୍ବାଧୀନ ହେବା ପରେ ପ୍ରଥମ ଥର ପାଇଁ ସଂସଦରେ ପେପର ଲେସ୍‌ ବଜେଟ୍‌ ଉପସ୍ଥାପନ ହେବାକୁ ଯାଉଛି। ଫେବୃୟାରୀରେ ହେବାକୁଥିବା ବଜେଟ ଅଧିବେଶନରେ...

କ୍ଷମା ମାଗିଲେ ବିବେକ ଅବମାନନା

ନୂଆଦିଲ୍ଲୀ,୨୫ା୮: ଆଇନଜୀବୀ ପ୍ରଶାନ୍ତ ଭୂଷଣ ତାଙ୍କର ଦୁଇଟି ବିବାଦୀୟ ଟୁଇଟ୍‌କୁ ନେଇ କ୍ଷମା ମାଗିବେ ନାହିଁ ବୋଲି ସୋମବାର ସୁପ୍ରିମକୋର୍ଟରେ ସ୍ପଷ୍ଟ କରିଛନ୍ତି। ସର୍ବୋଚ୍ଚ ଅଦାଲତରେ...

Advertisement
Archives

Model This Week