Posted inଜାତୀୟ

‘ଇଣ୍ଡିଆ ମେଣ୍ଟ କହୁଛି ସନାତନ ଧର୍ମକୁ ଶେଷ କରିଦିଅ’, ସୋନିଆ-ରାହୁଲଙ୍କୁ ଜବାବ ମାଗିଲେ ଶିବରାଜ

ଭୋପାଳ,୧୮।୯: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ପୁଣି ଇଣ୍ଡିଆ ମେଣ୍ଟ ଉପରେ ପ୍ରଶ୍ନ ଉଠାଇଛନ୍ତି। କଂଗ୍ରେସ ଉପରେ ଅଭିଯୋଗ କରି ଶିବରାଜ କହିଛନ୍ତି, ସେମାନେ(କଂଗ୍ରେସ) ଆମର ସମସ୍ତ ଯୋଜନାକୁ ବନ୍ଦ କରିଦେଲା।ଏହାସହ ସନାତନ ଧର୍ମର ଅପମାନ କରିଥିବା ଅଭିଯୋଗ ବି କରିଛନ୍ତି ଶିବରାଜ।

ଶିବରାଜ ସିଂ ଆହୁରି ମଧ୍ୟ କହିଛନ୍ତି, ଇଣ୍ଡିଆ ମେଣ୍ଟ କହୁଛି ସନାତନ ଧର୍ମକୁ ଶେଷ କରିଦିଅ। କଂଗ୍ରେସ ଏହା ଉପରେ ଜବାବ ଦେବା ଉଚିତ। ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, କମଲ ନାଥ ଦିଗବିଜୟ ସିଂ ଏହା ଉପରେ ନିଶ୍ଚୟ କିଛି କୁହନ୍ତୁ ବୋଲି ଶିବରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

୨୦୩୨ ପର୍ଯ୍ୟନ୍ତ ଏହି ରାଶିକୁ କଲବଲ କରିବେ ଶନି! ଆଉ ୨ ରାଶି ହେବେ ପ୍ରଭାବିତ, ଜାଣି ନିଅନ୍ତୁ…

ନ୍ୟାୟର ଦେବତା ହେଉଛନ୍ତି ଶନି । ସାଡେ ସତୀ ସମୟରେ କିଛି ରାଶି ଉପରେ ତାଙ୍କର କଠୋର ଦୃଷ୍ଟି ପକାଇଥାନ୍ତି। ବର୍ତ୍ତମାନ ତିନୋଟି ରାଶି ଶନି ସାଡେ…

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି…

ଜାତୀୟ ମହିଳା ସଂରକ୍ଷଣ ବିଲ୍‌କୁ ବିଜେଡିର ସମର୍ଥନ

ଭୁବନେଶ୍ୱର,୧୬ା୪(ସୁନିତ୍‌ ମିଶ୍ର): ମହିଳା ସଂରକ୍ଷଣ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସାରା ଦେଶରେ ବିଜୁ ପଟ୍ଟନାୟକ ଜଣେ ଅଗ୍ରଦୂତ ଥିଲେ। ବିଜେଡି ସବୁବେଳେ ବିଧାନସଭା ଓ ପାର୍ଲାମେଣ୍ଟରେ…

ଡିଲିମିଟେଶନ୍‌ ବିରୋଧରେ ଭୋଟ ଦେବେ ବିପକ୍ଷ

ନୂଆଦିଲ୍ଲୀ/ଚେନ୍ନାଇ,୧୬ା୪(ପି.ଟି./ଏଜେନ୍ସି): ସଂସଦରେ ଗୁରୁବାରଠାରୁ ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ବିରୋଧୀ ଦଳଗୁଡ଼ିକର ନେତାମାନେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri