Posted inଜାତୀୟ

ଲଭ୍‌ ଜେହାଦ୍‌ ପାଇଁ କଡ଼ା ଆଇନ ଆଣିବେ ଶିବରାଜ: ଦୋଷୀଙ୍କୁ ୧୦ ବର୍ଷ ଜେଲଦଣ୍ଡ

ଭୋପାଳ,୨୬।୧୨: ଲଭ୍‌ ଜେହାଦ୍‌ ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ସରକାର କଡ଼ା ଆଇନ ଆଣିବେ। ଏସମ୍ପର୍କିତ ଏକ ପ୍ରସ୍ତାବକୁ କା୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଧର୍ମ ସ୍ବତନ୍ତ୍ରତା ବିଧେୟକ-୨୦୨୦ ଅନ୍ତର୍ଗତ ଏହି ଆଇନ ପ୍ରଣୟନ କରାଯିବ। ଆଇନରେ ୧୯ଟି ବିଭିନ୍ନ ପ୍ରାବଧାନ ରହିଛି। ପୀଡ଼ିତ ପକ୍ଷଙ୍କ ପରିଜନଙ୍କ ଅଭିଯୋଗ ଆଧାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ମିଛ କହି ଧର୍ମପରିବର୍ତ୍ତନ କରି ବିବାହ କରିଥିବା କ୍ଷେତ୍ରରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶ କରାଯିବ। ସେହିପରି ସମ୍ପତ୍ତି ଲୋଭରେ ଧର୍ମପରିବର୍ତ୍ତନ କରି ବିବାହ କରିଥିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଏଭଳି ବିବାହର ମାନ୍ୟତା ରଦ୍ଦ କରାଯିବ। ଡିସେମ୍ବର ୨୮ରୁ ଆରମ୍ଭ ହେଉଥିବା ମଧ୍ୟପ୍ରଦେଶ ବିଧାନସଭା ଅଧିବେଶନରେ ଏହାକୁ ଉପସ୍ଥାପନା କରାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri