Posted inଜାତୀୟ

ମଦ ମୃତ୍ୟୁ ନେଇ ଶିବରାଜଙ୍କ ଚିନ୍ତା ବଢ଼ିଲା

ଭୋପାଳ,୧୨।୧: ମଧ୍ୟପ୍ରଦେଶ ମୋରେନା ଜିଲାରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ବିରୋଧୀ ଏହି ଘଟଣାରେ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ମୋରେନାର ସୁମାଓ୍ବଲି ଅଞ୍ଚଳରେ ଥିବା ପହାଓ୍ବଲି ଗାଁରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ବାଗଚିନି ଅଞ୍ଚଳର ମାନପୁର ଗାଁରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ୭ ଜଣ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦେଲେ ମା’ ବନଦୁର୍ଗା

ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…

କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ

ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…

୮ ତାରିଖ ଚକା ବନ୍ଦ ପାଳନକୁ ମିଳିଲା ବଡ଼ ସମର୍ଥନ 

ସୁନାବେଡ଼ା, ୫।୧୦(କୃତ୍ତିବାସ ପ୍ରଧାନ): ଚଳିତ ମାସ ୮ ତାରିଖରେ ଇଣ୍ଡି ମେଣ୍ଟ ପକ୍ଷରୁ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?