
ଭୁବନେଶ୍ୱର,୧୧।୨(ବ୍ୟୁରୋ): ଚଳିତ ବର୍ଷ କୋଭିଡ କଟକଣାରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଳନ କରାଯିବ। ରାତି ୧୦ଟାରେ ମହାଦୀପ ଉଠିବ। ଶୁକ୍ରବାର ମନ୍ଦିର ଟ୍ରଷ୍ଟ ବୋର୍ଡ ସହ ଜିଲାପାଳଙ୍କ ଆଲୋଚନାରେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।
ଭୁବନେଶ୍ୱର,୧୧।୨(ବ୍ୟୁରୋ): ଚଳିତ ବର୍ଷ କୋଭିଡ କଟକଣାରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଳନ କରାଯିବ। ରାତି ୧୦ଟାରେ ମହାଦୀପ ଉଠିବ। ଶୁକ୍ରବାର ମନ୍ଦିର ଟ୍ରଷ୍ଟ ବୋର୍ଡ ସହ ଜିଲାପାଳଙ୍କ ଆଲୋଚନାରେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।
ଭୁବନେଶ୍ୱର, ୨୦।୧(ବ୍ୟୁରୋ):ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର (ଓର୍ସାକ୍) ଚଳିତ ବର୍ଷ ନିମନ୍ତେ ସମ୍ମାନଜନକ ଗୋଲ୍ଡ ସ୍କଚ୍ ଆୱାର୍ଡ ପାଇବାକୁ ମନୋନୀତ ହୋଇଛି। ଏହି ପୁରସ୍କାର ଦୁଇଟି...
ଭୁବନେଶ୍ୱର,୬।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ଘଟଣା ନୂଆ ମୋଡ ନେଉଛି। ମଙ୍ଗଳବାର ରିମାଣ୍ଡରେ ଯିବା ପୂର୍ବରୁ ଗଣମାଧ୍ୟମ ସମ୍ମୁଖରେ ଅର୍ଚ୍ଚନା ବିସ୍ଫୋରକ ବୟାନ ଦେଇଛନ୍ତି।...
ନୟାଗଡ଼ ଅଫିସ, ୨୧।୧୨: ପରୀ ହତ୍ୟା ମାମଲାର ପ୍ରମାଣ ପାଇବା ପାଇ ଶୁଖାଯିବ ପୋଖରୀ। ପରୀ ମୃତଦେହର କିଛି ଅଂଶ ପୋଖରୀରେ ପଡ଼ିଥିବା ସନ୍ଦେହ କରୁଛି...
ଭୁବନେଶ୍ୱର,୩୦।୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୨୫୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୧୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୨୧୬, ପୁରୀରୁ ୨୧୦,...
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚାର ପରିସରକୁ ଆସିଥିବା ପାତ୍ରପଡ଼ାସ୍ଥିତ ସାଉଥ ସିଟି ହୋଟେଲ...
ଭୁବନେଶ୍ୱର,୨୨।୫(ବ୍ୟୁରୋ): ବରିଷ୍ଠ ଆଇପିଏସ୍ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଅଗ୍ନିଶମ ଡିଜି ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବତନ ଅଗ୍ନିଶମ ଡିଜି ବିନୟତୋଷ ମିଶ୍ରଙ୍କଠାରୁ...
ପୁରୁଣା ଭୁବନେଶ୍ୱର, ୩୧। ୭ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଜମି ଉପରେ ବେଆଇନ ନିର୍ମାଣ କାର୍ଯ୍ୟ ବନ୍ଦ ପାଇଁ ରୋକ ଲାଗିଛି।...
ଢେଙ୍କାନାଳ ଅଫିସ,୧୭।୧୨: ଢେଙ୍କାନାଳ ସଦର ଥାନା ଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ଜାଲ୍ନୋଟ ପୋଲିସ ଜବତ କରିଛି। ସଦର ଥାନା ଅଧୀନ ଭାପୁର ରଥପଦା ଅଞ୍ଚଳରେ ପୋଲିସର...