Posted inଜାତୀୟ

ଚାରିଥର ମୁଖ୍ୟମନ୍ତ୍ରୀ ଥିଲେ ବି ଥରେ ରାଜ୍ୟପାଳ ପେଡା ଖୁଆଇ ନାହାନ୍ତି

ମୁମ୍ବାଇ,୪ ।୭: ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୈତିକ ସଙ୍କଟ ଶେଷ ହୋଇଥିବା ବେଳେ ଭାଜପା ସହ ମିଶି ଏକନାଥ ସିନ୍ଧେ ସରକାର ଗଠନ କରି ନେଇଛନ୍ତି । ଏକନାଥ ସିନ୍ଧେ ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ସୋମବାର ସରକାର ବହୁମତ ସାବ୍ୟସ୍ତ କରିବେ । ଇତିମଧ୍ୟରେ ଶିବସେନା ତା’ର ମୁଖପତ୍ର ‘ସାମନା’ରେ ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ଟାର୍ଗେଟ କରିଛନ୍ତି । ସାମନାରେ ଶିବସେନା ଏନସିପି ମୁଖ୍ୟ ଶରଦ ପାୱାରଙ୍କ କଥାକୁ ନେଇ ଲେଖଛି କି ସେ ୪ ବର୍ଷ ମୁଖ୍ୟମନ୍ତ୍ରୀ ରହିଥିଲେ ହେଲେ ରାଜ୍ୟପାଳ ତାଙ୍କୁ କେବେ ପେଡା ଖୁଆଇ ନାହାନ୍ତି ।
ସାମନାରେ ଶିବସେନା ଲେଖିଛି ମହାରାଷ୍ଟ୍ରରେ ସରକାର ବଦଳିଥିବାରୁ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ସବୁଠାରୁ ଅଧିକ ଖୁସି ଅଛନ୍ତି । ଇଂଗ୍ରେଜମାନେ ଯେତେବେଳେ କ୍ରାନ୍ତିକାରୀ ଭଗତ ସିଂଙ୍କୁ ଫାଶୀ ଦେଇଥିଲେ ସେତେବେଳେ ସେମାନେ ଖୁସିଥିଲେ । ସେହି ଇଂଗ୍ରେଜମାନଙ୍କ ଭଳି ଏବେ ରାଜ୍ୟପାଳ ଖୁସି ଅଛନ୍ତି । ଉଦ୍ଧବ ଠାକରେ ଯେବେ ମୁଖ୍ୟମନ୍ତ୍ରୀ ଥିଲେ ସେବେ ରାଜ୍ୟପାଳ ଖୁସି ନ ଥିଲେ, ନା ରାଜଭବନ ନିକଟରେ ଥିବା ପେଡା ଦୋକାନ ବନ୍ଦ ହୋଇଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri