Posted inଜାତୀୟ

ଜୟା ବଚ୍ଚନଙ୍କୁ ପ୍ରଶଂସାରେ ପୋତି ପକାଇଲା ଶିବସେନା

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଡ୍ରଗ୍ସ କନେକ୍ସନ ଆସିବା ପରେ ବଲିଉଡକୁ ଅନେକ ସମାଲୋଚନା କରାଯାଉଛି। ଡଗ୍ସ ମାମଲାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଗିରଫ ହେବା ପରେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ବଲତଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ମଧ୍ୟ ପୂର୍ବରୁ ଏହାକୁ ବିରୋଧ କରି ଆସୁଛନ୍ତି। ରାଜ୍ୟସଭା ଏମ୍‌ପି ତଥା ଅଭିନେତ୍ରୀ ଜୟା ବଚ୍ଚନ ଏହା ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲେ। ସେ ଅଭିନେତା ରବି କିଶନ ଏବଂ କଙ୍ଗନାଙ୍କୁ ଗୃହରେ କଡ଼ା ଟାର୍ଗେଟ କରିଥିଲେ। ଜୟା ବଚ୍ଚନ କହିଥିଲେ ଯେଉଁ ଲୋକମାନେ ବଲିଉଡ୍‌ରେ ନାଁ କମାଇଥିଲେ ସେମାନେ ଆଜି ଇଣ୍ଡଷ୍ଟ୍ରୀକୁ ସମାଲୋଚନା କରୁଛନ୍ତି। ଜୟା ବଚ୍ଚନଙ୍କ ବକ୍ତବ୍ୟ କଙ୍ଗନା ରାଗି ଯାଇଥିବାବେଳେରେ ଶିବସେନା ଖୁସି ବ୍ୟକ୍ତି କରିଛି। ଶିବସେନା ମୁଖପତ୍ର ସାମ୍‌ନାର ସମ୍ପାଦକୀୟରେ ଜୟା ବଚ୍ଚନଙ୍କୁ ପ୍ରଶଂସା କରି କରାଯାଇଛି। ଜୟା ବଚ୍ଚନ ତାଙ୍କ ସତ୍ୟ ବଚନ ଦ୍ୱାରା ବହୁତ ଲୋକପ୍ରିୟ ହୋଇପାରିଛନ୍ତି। ସେ ଯାହାବି ଗୃହରେ କହିଛନ୍ତି ତାହା ସତ। କିଛି ଲୋକ ବଲିଉଡ୍‌କୁ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି। ସୂଚନାଯୋଗ୍ୟ, କଙ୍ଗନା ଏବଂ ଶିବସେନା ଭିତରେ ଲାଗିଥିବା ବାକ୍‌ଯୁଦ୍ଧ ଥମିବାର ନାଁ ନେଉନି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରୁ ଓହରିଲା ଇରାନ

ତେହରାନ୍‌ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ…

ଇରାନ ସପକ୍ଷରେ ବାହାରିଲା ତୁର୍କୀ: ଏର୍ଡୋଗାନ କହିଲେ ‘ନା ଶିଆ, ନା ସୁନ୍ନି…ଆମେ ସମସ୍ତେ ମୁସଲମାନ; ଯଦି…

ଅଙ୍କାରା, ୧୧।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ସଂଘର୍ଷ ମଧ୍ୟରେ ତୁର୍କୀ…

ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍‌ ଜିତିବା ସତ୍ତ୍ୱେ ଚୁପ୍‌ ରହିଲେ…

ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ…

୧୨ ଦିନରେ ଯୁଦ୍ଧ: ଟାର୍ଗେଟ୍‌ରେ ଆର୍ଥିକ ଅନୁଷ୍ଠାନ, ବ୍ୟାଙ୍କ

ତେହରାନ୍‌ ,୧୧ା୩: ଇରାନ୍‌-ଆମେରିକା ଯୁଦ୍ଧ ୧୨ ଦିନରେ ପହଞ୍ଚି ଥିଲାବେଳେ ଉଭୟ ପକ୍ଷଙ୍କ ଆକ୍ରମଣ ଲକ୍ଷ୍ୟ ଦିନକୁ ଦିନ ବଦଳିବାରେ ଲାଗିଛି। ପ୍ରଥମେ ତୈଳ ରିଫାଇନେରିଗୁଡିକୁ ଉଭୟ…

ଭାରତରେ ଚିତା ସଂଖ୍ୟା ୫୦ ପାର୍, କୁନୋରେ ୫ ନୂଆ ଶାବକଙ୍କ ଜନ୍ମ

ମଧ୍ୟପ୍ରଦେଶ,୧୧।୩: ଭାରତର ‘ପ୍ରୋଜେକ୍ଟ ଚିତା’ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ନାମିବ୍ୟାରୁ ଆସିଥିବା ମାଦା ଚିତା ‘ଜ୍ଵାଳା’ ୫ଟି ଶାବକଙ୍କୁ…

ବସ୍‌ ନେଲା ବାଇକ୍‌ ଆରୋହୀଙ୍କ ଜୀବନ

ଲକ୍ଷ୍ମୀପୁର, ୧୧।୩(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ୩୨୬ ଜାତୀୟ ରାଜପଥ ଜିରୋ ପଏଣ୍ଟ ନିକଟରେ ବୁଧବାର ଏକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି।…

ରିପୋର୍ଟରେ ‘ଧର୍ମ ପରିବର୍ତ୍ତନ’ ଉଲ୍ଲେଖ କରିଥିଲେ, ନନ୍ଦପୁରରେ RIଙ୍କୁ ସର୍ବସମ୍ମୁଖରେ ମାଡ଼; ଥାନାରେ…

ନନ୍ଦପୁର,୧୧।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜାତିଗତ ପ୍ରମାଣପତ୍ର ଆବେଦନର ତଦନ୍ତ ବେଳେ…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri