Posted inଫୁରସତ

ଡ୍ୟୁଟି ସରିବା ପରେ ଏମିତି କାମ କରି ଚର୍ଚ୍ଚାରେ ପୋଲିସ କର୍ମଚାରୀ

ପୋଲିସ ଡ୍ୟୁଟି ସହଜ ନୁହେଁ। ଅନ୍ୟର ଜୀବନ ସୁରକ୍ଷିତ କରିବା ପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଇଥାନ୍ତି ପୋଲିସ କର୍ମଚାରୀ। କରୋନା ଯୋଗୁ ମଧ୍ୟ ସେମାନଙ୍କ କାର୍ଯ୍ୟ ଆହୁରି ବଢିଯାଇଛି। ଘରଠାରୁ ଦୂରରେ ରହି ପୋଲିସ କର୍ମଚାରୀ ଅନ୍ୟର ସହାୟତା କରି ନିଜେ ଆକ୍ରାନ୍ତ ହୋଇପଡୁଛନ୍ତି। ଏବେ ସୋସିଆଲ ମିଡିଆରେ ଇନ୍ଦୋର ପଲାସିଆ ଥାନା ଏସଏଚଓ ବିନୋଦ ଦୀକ୍ଷିତ କାର୍ଯ୍ୟ ଭାଇରାଲ ହୋଇଛି। ଏବେ କରୋନା ଯୋଗୁ ସ୍କୁଲ ବନ୍ଦ ଥିବାରୁ ପିଲାମାନେ ଅନ୍‌ଲାଇନ୍‌ ପଢୁଛନ୍ତି। ଯେଉଁମାନଙ୍କ ପାଖରେ ସ୍ମାର୍ଟଫୋନ ନାହିଁ ସେମାନଙ୍କ ସହାୟତା ପାଇଁ ଆଗେଇ ଆସିଛନ୍ତି ବିନୋଦ। ଦିନେ ପ୍ୟାଟ୍ରୋଲିଂ କରୁଥିବାବେଳେ ରାଜ ନାମକ ଜଣେ ଗରିବା ପିଲାଟିକୁ ଦେଖିଥିଲେ। ରାଜ ଭବିଷ୍ୟତରେ ଜଣେ ପୋଲିସ ହେବାର ଇଚ୍ଛ ପ୍ରକାଶ କରିଥିଲେ। କିନ୍ତୁ ଘରର ଆଥିକ ଅବସ୍ଥା ଭଲ ନ ଥିବାର ସେ ପାଠ ପଢି ପାରୁ ନାହାନ୍ତି। ସ୍କୁଲ ଫି’ ମଧ୍ୟ ଦେଇ ପାରୁନାହାନ୍ତି। ଏହା ଶୁଣି ବିନୋଦ ତାଙ୍କୁ ପଢାଇବେ ବୋଲି କହିଥିଲେ। କାର୍ଯ୍ୟ ସାରି ଫେରିବା ପରେ ପ୍ରତିଦିନ ରାଜଙ୍କୁ ଇଂରାଜୀ ଏବଂ ଗଣିତ ପାଠ ପଢାନ୍ତି ବିନୋଦ। ଏଭଳି କାର୍ଯ୍ୟ ଯୋଗୁ ତାଙ୍କୁ ବେଶ୍‌ ପ୍ରଶଂସା ମଧ୍ୟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri