Posted inଖେଳ

ବିଶ୍ୱର ସବୁଠୁ ଦ୍ରୁତତମ ବଲ୍‌ ପକାଇଥିଲେ ଏହି ବୋଲର୍‌

ପାକିସ୍ତାନର ପୂର୍ବତନ ବୋଲର ସୋଏବ ଅଖତର ଆଜି ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୭ ମସିହା ଅଗଷ୍ଟ ୧୩ରେ ରାଉଲପିଣ୍ଡି ଜନ୍ମଗ୍ରହଣ କରିଥିବା ସୋଏବ କ୍ରିକେଟରେ ଅନେକ ରେକର୍ଡ ହାସଲ କରିଛନ୍ତି। ଏ ଗରିବ ପରିବାରରେ ଜନ୍ମଗ୍ରହଣ କରିଥିବା ସୋଏବ ଏକ ସାକ୍ଷାତକାରରେ କହିଥିଲେ ଆମେ ସମ୍ପୂର୍ଣ୍ଣ ପରିବାର ଗୋଟିଏ ଘରେ ରହୁଥିଲୁ। ପିତା ରାତ୍ରୀ ଜଗୁଆଳି ଭାବେ କାର୍ଯ୍ୟ କରୁଥିଲେ। ଏହା ସତ୍ତ୍ୱେ କ୍ରିକେଟ୍‌ ପ୍ରତି ଥିବା ଦୁର୍ବଳତା ଯୋଗୁ ସେ ଏହି ଖେଳରେ କ୍ୟାରିୟର ଗଢିଥିଲେ। ସୋଏବ ୨୦୦୩ରେ ଇଂଲଣ୍ଡ ବିପକ୍ଷରେ ଏକ ମ୍ୟାଚ୍‌ରେ ୧୬୧.୩ କିମି ବେଗରେ ଏକ ବଲ୍‌ ପକାଇଥିଲେ। ଯଦିଓ ଏହି ବଲ୍‌ରେ ତାଙ୍କ ଉଇକେଟ୍‌ ମିଳି ନ ଥିଲା କିନ୍ତୁ ବିଶ୍ୱର ସବୁଠୁ ଦୃତତମ ବଲ୍‌ ଭାବେ ଏହା ଇତିହାସ ପୃଷ୍ଠାରେ ରହିଯାଇଥିଲା। ରାଉଲପିଣ୍ଡି ଏକ୍ସପ୍ରେସ୍‌ ନାମରେ ପ୍ରସିଦ୍ଧ ସୋଏବ ୧୩ ବର୍ଷ କ୍ରିକେଟ କ୍ୟାରିୟରରେ ୨ଥର ୧୬୦ରୁ ଅଧିକ ବେଗରେ ବଲ୍‌ ପକାଇଥିଲେ। ଏହି ରେକର୍ଡକୁ ଆଜି ପର୍ଯ୍ୟନ୍ତ କୌଣସି ବୋଲର ଭାଙ୍ଗି ପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୧୭।୬: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍‌ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି...

ଏଥର ଆର୍‌ସିବି ହାତେଇବ ଆଇପିଏଲ ଟ୍ରଫି

ନୂଆଦିଲ୍ଲୀ,୮।୧୦: ତାରକା ଖଚ୍ଚିତ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଏଥର ଆଇପିଏଲ୍‌ ଟ୍ରଫି ଜିତିବ। ଏଭଳି ପୂର୍ବନୁମାନ କରିଛନ୍ତି ପୂର୍ବତନ ଦକ୍ଷିଣ ଆଫ୍ରିକୀୟ କ୍ରିକେଟର ତଥା...

ଓ୍ବାର୍ନରଙ୍କ ଅର୍ଦ୍ଧଶତକ ବେକାର; ହାଇଦ୍ରାବାଦ୍‌କୁ ହରାଇ ଶୀର୍ଷରେ ମୁମ୍ବାଇ ଇଣ୍ଡିଆନ୍ସ

ଶାରଜା, ୪।୧୦: ଚଳିତ ଆଇପିଏଲ୍‌ର ୧୭ତମ ମୁକାବିଲାରେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ୩୪ ରନରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା କ୍ରିକେଟ୍‌ ଷ୍ଟାଡିୟମରେ...

୩୩୨ ରନ୍‌ରେ ବେଙ୍ଗଲ ସୀମିତ

ଭୁବନେଶ୍ୱର,୨୧।୨- କଟକର ଟାଙ୍ଗିସ୍ଥିତ ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ରଣଜୀ କ୍ୱାର୍ଟର ଫାଇନାଲରେ ବେଙ୍ଗଲ ଦଳକୁ ଓଡ଼ିଆ ବୋଲରମାନେ ୩୩୨ ରନ୍‌ରେ ସୀମିତ ରଖିଛନ୍ତି। ଶୁକ୍ରବାର...

୪୪ତମ ଚେସ୍‌ ଅଲିମ୍ପିଆଡ୍‌ରୁ ଓହରିଲା ପାକିସ୍ତାନ

ଇସ୍‌ଲାମାବାଦ୍‌/ନୂଆଦିଲ୍ଲୀ,୨୮ା୭: ଚେନ୍ନାଇରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ୪୪ତମ ଚେସ୍‌ ଅଲିମ୍ପିଆଡ୍‌ରୁ ଓହରିଯାଇଛି ପାକିସ୍ତାନ। ଜମ୍ମୁ-କଶ୍ମୀର ବାଟ ଦେଇ ପ୍ରତିଯୋଗିତାର ଟର୍ଚ୍ଚ ରିଲେ ଯାଇଥିବାରୁ ପ୍ରତିବାଦ ସ୍ବରୂପ...

ପାରାଲିମ୍ପିକ୍ସରେ ପ୍ରଥମ ପଦକ ନିଶ୍ଚିତ କଲା ଭାରତ

ଟୋକିଓ,୨୭।୮: ଭାଭିନାବେନ ପଟେଲ ଶୁକ୍ରବାର ଇତିହାସ ରଚିଛିନ୍ତି। ପାରାଲିମ୍ପିକ୍ସର ମହିଳା ଟେବୁଲ ଟେନିସ ଇଭେଣ୍ଟରେ ପଦକ ନିଶ୍ଚିତ କରିବାରେ ଭାବିନା ପ୍ରଥମ ଭାରତୀୟ ଖେଳାଳି। ୨୦୧୬...

ଗ୍ରେଡ୍‌ ଏ’ରେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ, ୧୬ା୪(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବାର୍ଷିକ ଚୁକ୍ତି ତାଲିକା (ସେଣ୍ଟ୍ରାଲ କଣ୍ଟ୍ରାକ୍ଟ) ଗୁରୁବାର ପ୍ରକାଶ ପାଇଛି। ଏଥିରେ ୪ଟି କାଟେଗୋରିରେ ମୋଟ...

ଫ୍ରାଞ୍ଚାଇଜ୍‌ କ୍ରିକେଟରୁ ଅବସର ନେଲେ ଶ୍ରୀଲଙ୍କାର ଏହି ଅଭିଜ୍ଞ ବୋଲର୍‌

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ଆମାଗୀ ସିଜନ ପାିଁ ମୁମ୍ବାଇ ଇଣ୍ଡିଆନ୍ସ ସହ ହୋଇଥିବା ଚୁକ୍ତି ନବୀକରଣ ନ ହେବା ପରେ ଶ୍ରୀଲଙ୍କାର ଅଭିଜ୍ଞ ଦ୍ରୁତ...

Advertisement
Archives

Model This Week