Posted inଖେଳ

ଆର ସପ୍ତାହରେ ସେଫିଫାଇନାଲରୁ ଭାରତ ଫେରିବ: ଶୋଏବ

ଲାହୋର,୨୮।୧୦: ଟି୨୦ ବିଶ୍ୱକପ୍‌ର ସୁପର-୧୨ଚରଣରେ ପାକିସ୍ତାନ ଟିମ୍‌ ଲଗାତାର ଖରାପ ପ୍ରଦର୍ଶନ କରୁଛି। ଗୁରୁବାର ଦଳ ଦ୍ୱିତୀୟ ମ୍ୟାଚ୍‌ରେ ଜିମ୍ବାଓ୍ବେଠାରୁ ୧ ରନ୍‌ରେ ପରାଜିତ ହୋଇଛି। ଏହାକୁ ନେଇ ପାକିସ୍ତାନ କ୍ରିକେଟଜଗତରେ ତୁ ତୁ ମେଁ ମେଁ ଆରମ୍ଭ ହୋଇଛି। ଏହି କ୍ରମରେ ପୂର୍ବ ପାକିସ୍ତାନ କ୍ରିକେଟର ଶୋଏବ ଅଖତର ଭାରତୀୟ କ୍ରିକେଟ ଟିମ୍‌ ଉପରେ ବର୍ଷିଛନ୍ତି।

ପାକିସ୍ତାନର ପରାଜୟ ପରେ ଶୋଏବ ନିଜର ୟୁଟ୍ୟୁବ୍‌ ଚ୍ୟାନେଲରେ କହିଛନ୍ତି, ମୁଁ ପୂର୍ବରୁ କହିଥିଲି ଯେ ପାକିସ୍ତାନ ଏହି ସପ୍ତାହରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିବ। ହେଲେ ଭାରତୀୟ କ୍ରିକେଟ ଟିମ୍‌ ଆସନ୍ତା ସପ୍ତାହରେ ସେମିଫାଇନାଲରୁ ପରାଜିତ ହୋଇ ଫେରି ଆସିବ। ସେମାନେ ‘ତିସ୍‌ ମାର୍‌ ଖାଁ’ ନୁହନ୍ତି।

କହିରଖୁଛୁ, ଟିମ୍‌ ଇଣ୍ଡିଆ ବର୍ତ୍ତମାନ ଗ୍ରୁପ-୨ରେ ଶୀର୍ଷରେ ରହିଛି। ପ୍ରଥମେ ପାକିସ୍ତାନ ଏବଂ ପରେ ନେଦରଲ୍ୟାଣ୍ଡ୍ସକୁ ଦଳ ପରାଜିତ କରି ୪ ପଏଣ୍ଟ ପାଇଛି। ଅପରପକ୍ଷେ ପାକିସ୍ତାନ ଏଯାବତ ଖେଳିଥିବା ଦୁଇଟିଯାକ ମ୍ୟାଚ୍‌ରେ ପରାଜିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?