Posted inଖେଳ

ଶୋଏବଙ୍କ ପ୍ରଥମ ପତ୍ନୀ ବି ଥିଲେ ଭାରତୀୟ; ଛାଡ଼ପତ୍ର ନ ଦେଇ ସାନିଆଙ୍କୁ କରିଥିଲେ ବିବାହ…

ନୂଆଦିଲ୍ଲୀ: ଭାରତୀୟ ଟେନିସ ଷ୍ଟାର ସାନିଆ ମିର୍ଜା ଏବଂ ପାକିସ୍ତାନ କ୍ରିକେଟର ଶୋଏବ ମଲିକଙ୍କ ସମ୍ପର୍କରେ ଫାଟ। ୨୦୧୦ରେ ଶୋଏବଙ୍କୁ ବିବାହ କରିଥିଲେ ସାନିଆ। ଏବେ ୧୨ ବର୍ଷର ବିବାହରେ ତିକ୍ତତା ଆସିଛି। ଉଭୟ ଶୀଘ୍ର ଛାଡ଼ପତ୍ର ନେବେ ବୋଲି କୁହାଯାଉଥିଲେ ହେଁ ଏଯାବତ ସେମାନଙ୍କ ପକ୍ଷରୁ ବିଧିବଦ୍ଧ ଭାବେ କିଛି ବୟାନ ଆସିନାହିଁ।

ବହୁତ କମ୍‌ ଲୋକ ଜାଣନ୍ତି ଯେ ସାନିଆ ଶୋଏବଙ୍କ ଦ୍ୱିତୀୟ ପତ୍ନୀ। ତାଙ୍କ ପୂର୍ବରୁ ଶୋଏବ ହାଇଦ୍ରାବାଦର ଆଏଶା ସିଦ୍ଧିକିଙ୍କୁ ବିବାହ କରିଥିଲେ। ଆଏଶାଙ୍କୁ ଛାଡ଼ପତ୍ର ନ ଦେଇ ଶୋଏବ ସାନିଆଙ୍କ ହାତ ଧରିଥିଲେ। ପରେ ଆଏଶା ବିବାହକୁ ନେଇ ମୁହଁ ଖୋଲିବା ପରେ ଶୋଏବ ଦ୍ୱିତୀୟ ବିବାହ ପରେ ତାଙ୍କଠାରୁ ଅଲଗା ହୋଇଥିଲେ। ତେବେ ସେ ମୋଟି ଥିବାରୁ ଶୋଏବ ତାଙ୍କୁ ପସନ୍ଦ କରି ନ ଥିବା ଜଣାପଡ଼ିଥିଲା।

କହିରଖୁଛୁ, ୨୦୦୩ରେ ଶୋଏବ ସାନିଆଙ୍କୁ ଭେଟିଥିଲେ। ସେତେବେଳେ ପରସ୍ପରକୁ ସେତେଟା ପସନ୍ଦ କରୁ ନ ଥିଲେ ଦୁହେଁ। ହେଲେ ୨୦୦୯ରେ ଉଭୟ ଏକାଠି ହୋଇ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ଏପ୍ରିଲ ୧୨, ୨୦୧୦ରେ ଏକ ପାରମ୍ପରିକ ସମାରୋହରେ ଦୁହେଁ ବିବାହ କରିଥିଲେ। ବିବାହର ୮ ବର୍ଷ ପରେ ସାନିଆ ପୁଅ ଇଜହାନ ମିର୍ଜାଙ୍କୁ ଜନ୍ମ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛଇ। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri