ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ି ଭାଜପାରେ ମିଶିଲେ ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ। ପ୍ରତିଷ୍ଠା ଦିବସରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ। ବ୍ଲକ ଅଧ୍ୟକ୍ଷ ଓ ୩ ସମିତି ସଭ୍ୟ ଭାଜପାରେ ମିଶିଲେ। ଭଞ୍ଜନଗର ବିଧାୟକଙ୍କ ଉପସ୍ଥିତିରେ ମିଶ୍ରଣ ପର୍ବରେ ସାମିଲ ହୋଇଛନ୍ତି।
ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ି ଭାଜପାରେ ମିଶିଲେ ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ। ପ୍ରତିଷ୍ଠା ଦିବସରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ। ବ୍ଲକ ଅଧ୍ୟକ୍ଷ ଓ ୩ ସମିତି ସଭ୍ୟ ଭାଜପାରେ ମିଶିଲେ। ଭଞ୍ଜନଗର ବିଧାୟକଙ୍କ ଉପସ୍ଥିତିରେ ମିଶ୍ରଣ ପର୍ବରେ ସାମିଲ ହୋଇଛନ୍ତି।
ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…
କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…
ନବରଙ୍ଗପୁର,୨୪।୧୦: ସମ୍ଭାବ୍ୟ ବାତ୍ୟା ଏବଂ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍ ଖୋଲାଯାଇଛି। ଡ୍ୟାମ୍ର ୩ ଓ ୬ ନମ୍ବର ଗେଟ୍ରୁ ୧୩୩…
ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୋଇରାଶି ପଞ୍ଚାୟତ ବରପଲ୍ଲୀ ଓ ଭୁଆଁଭୂଇଁ ଗ୍ରାମ ନିକଟସ୍ଥ ଠାକୁରାଣୀ ମନ୍ଦିରଠାରେ ଜୁଆଆଡ୍ଡା ଚାଲିଥିବାବେଳେ ରମ୍ଭା…
ଭୁବନେଶ୍ୱର, ୨୪ା୧୦: ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୫ଟି ଜିଲାରେ ଆସନ୍ତା ୨୮ ଓ ୨୯ ତାରିଖରେ ସ୍କୁଲ୍ ଓ କଲେଜ…
କେନ୍ଦ୍ରାପଡ଼ା, ୨୪ା୧୦ (ଜଗନ୍ନାଥ ଧଳ): ଅକ୍ଟୋବର ମାସରେ ସମ୍ଭାବ୍ୟ ସାମୁଦ୍ରିକ ଝଡ଼କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ ଆକଳନ…
ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ଦୀର୍ଘ ଦଶ ମାସରୁ ଊର୍ଦ୍ଧ୍ୱ ହେବ…
ପଟ୍ଟାଙ୍ଗି,୨୪ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ବିବାଦ ପୁଣି ଥରେ…