Posted inଜାତୀୟ

ଚାଇନାକୁ ପୁଣି ଝଟ୍‌କା: ହାତରୁ ଗଲା କାନପୁର-ଆଗ୍ରା ମେଟ୍ରୋ ପ୍ରୋଜେକ୍ଟ

ଲକ୍ଷ୍ନୌ, ୪।୭: ଗଲଓ୍ବାନ ଘାଟିରେ ୨୦ ଜଣ ଭାରତୀୟ ଯବାନ ଶହୀଦ୍‌ ହେବା ପରେ ଦେଶରେ ଚାଇନା ବିରୋଧୀ ଅଭିଯାନ ଜାରି ରହିଛି। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଚାଇନାକୁ ପୁଣି ଏକ ଝଟ୍‌କା ଦିଆଯାଇଛି। କାନପୁର-ଆଗ୍ରା ମେଟ୍ରୋ ପ୍ରୋଜେକ୍ଟରୁ ଚାଇନାକୁ ହଟାଇ ଦିଆଯାଇଛି। ଏଥିପାଇଁ ଚାଇନା କମ୍ପାନୀର ଟେଣ୍ଡର ଆବେଦନକୁ ଯୋଗୀ ସରକାର ଖାରଜ କରିଦେଇଛନ୍ତି। ଏହାର ଠିକା ଏବେ ବୋମ୍ବାର୍ଡିଅର ଟ୍ରାନ୍ସପୋର୍ଟ ଇଣ୍ଡିଆ ପ୍ରାଇଭେଟ୍‌ ଲମିଟେଡ୍‌କୁ ମିଳିଛି। ୟୁପିଏମ୍‌ଆର୍‌ସି ପକ୍ଷରୁ ଆହ୍ବାନ କରାଯାଇଥିବା ଏହି ଟେଣ୍ଡରରେ ଚାଇନା କମ୍ପାନୀ ସିଆର୍‌ଆର୍‌ସି ନୈନ୍‌ଜିଙ୍ଗ୍‌ ପୁଜହେନ୍‌ ଲିମିଟେଡ୍‌ ମଧ୍ୟ ଆବେଦନ କରିଥିଲା। ତେବେ କେତେକ ଜ୍ଞାନକୌଶଳର ଅଭାବ ଥିବା ଦର୍ଶାଇ ଏହି ଆବେଦନକୁ ଖାରଜ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ କଂଗ୍ରେସର ବଢିଲା ସଙ୍କଟ: ଭାଜପାରେ ସାମିଲ ହୋଇପାରନ୍ତି ୮ ବିଧାୟକ

ଇମ୍ଫାଲ,୨୧।୭: ମଣିପୁରରେ କଂଗ୍ରେସ ଉପରେ ସଙ୍କଟ ଦେଖାଦେଇଛି। ନମଣିପୁର କଂଗ୍ରେସ କମିଟି ସଭାପତି ଗୋବିନ୍ଦଦାସ କୋନ୍ଥୁଜାମ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଏହା ସହିତ ବୁଧବାର...

ଏନ୍‌ସିପି ବିଧାୟକ ଗିରଫ: ଫିଲ୍ମ ‘ହର ହର ମହାଦେବ’ର ସ୍କ୍ରିନିଂକୁ କରାଇଥିଲେ ବନ୍ଦ

ମୁମ୍ବାଇ,୧୧।୧୧: ମହାରାଷ୍ଟ୍ରର ଏନ୍‌ସିପି ବିଧାୟକ ଜିତେନ୍ଦ୍ର ଅହ୍ବାଦଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି। ଜିତେନ୍ଦ୍ର ଅହ୍ବାଦ ତାଙ୍କ ସମର୍ଥକଙ୍କ ସହ ପୁଣେର ଏକ ମଲ୍‌ରେ ଫିଲ୍ମ...

ଶିଶୁଙ୍କୁ ମିଳୁନି ଆବଶ୍ୟକ ପୋଷକ ତତ୍ତ୍ୱ: ୟୁନିସେଫ

ନୂଆଦିଲ୍ଲୀ,୨୩ ।୯: ଶିଶୁମାନଙ୍କୁ ନେଇ ୟୁନିସେଫ ଏକ ରିପୋର୍ଟ ଜାରି କରିଛି । ଯେଉଁଥିରେ ଦର୍ଶାଯାଇଛି କି ୨ ବର୍ଷରୁ କମ୍ ବୟସର ଶିଶୁଙ୍କ ବିକାଶ...

କରୋନା ସଂକ୍ରମଣ: ହରିୟାଣା-କେରଳ-ପୁଡୁଚେରୀରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ…

ନୂଆଦିଲ୍ଲୀ,୯।୪ : ପୁଣିଥରେ ଦେଶରେ କରୋନା ମାମଲାରେ ବୃଦ୍ଧି ଘଟିଛି। ପ୍ରତିଦିନ ପାଞ୍ଚରୁ ଛଅ ହଜାର ଲୋକ ସଂକ୍ରମିତ ହେଉଥିବା ଜଣାପଡିଛି। ମୃତ୍ୟୁସଂଖ୍ୟା ମଧ୍ୟ ଯଥେଷ୍ଟ...

ସି ସ୍କିମିଂ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କଲା ଭାରତୀୟ ନୌସେନା…

ମୋର୍ମୁଗୋଆ,୨୩।୫ : ଭାରତୀୟ ନୌସେନା ଏହାର ସ୍ବଦେଶୀ ସି ସ୍କିମିଂ କ୍ଷେପଣାସ୍ତ୍ର ବିନାଶକ ଆଇଏନଏସ ମୋର୍ମୁଗୋଆରୁ ମଧ୍ୟମ ରେଞ୍ଜ ସର୍ଫେସକୁ ଏୟାର ମିଶାଇଲକୁ ସଫଳତାର ସହ...

ବଉଳ ସାଙ୍ଗରେ ବାହାଘର: ୨ ଯୁବତୀଙ୍କ ନିଆରା ପ୍ରେମ ବିବାହ

ଅଯୋଧ୍ୟା, ୨୯।୮: କଥାରେ ଅଛି ପ୍ରେମ ବାଧାବନ୍ଧନ ମାନେ ନାହିଁ। ଏହାର ସଦ୍ୟତମ ଉଦାହରଣ ଅଯୋଧ୍ୟାରେ ଦେଖିବାକୁ ମିଳିଛି। ଏଠାରେ ୨ ଜଣ ଯୁବତୀଙ୍କ ମଧ୍ୟରେ...

ଲାଉଡ୍‌ ସ୍ପିକରରେ ମୁସଲିମ ମହିଳାଙ୍କୁ ବଳାତ୍କାର ଧମକ ଦେଲେ ପୂଜାରୀ

ଲକ୍ଷ୍ନୌ,୮।୪: ମସଜିଦ ବାହାରେ ଏକତ୍ରିତ ମୁସଲିମ ମହିଳାଙ୍କୁ ଅପହରଣ କରି ବଳାତ୍କାର ଧମକ ଦେଇଛନ୍ତି ଜଣେ ହିନ୍ଦୁ ପୂଜାରୀ। ଘଟଣାଟି ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌଠାରୁ ୧୦୦...

ଦିଲ୍ଲୀ ପୋଲିସର ବର୍ବରତାକୁ ବିଶ୍ୱ କୁସ୍ତିଯୋଦ୍ଧା ସଂଘର ନିନ୍ଦା

ନୂଆଦିଲ୍ଲୀ,୧ା୬: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ଆଣିଥିବା ଯୌନ ନିର୍ଯାତନା ଅଭିଯୋଗ ପ୍ରସଙ୍ଗରେ ଏବେ...

Advertisement
Archives

Model This Week