Posted inଜାତୀୟ

କଂଗ୍ରେସକୁ ପୁଣି ଝଟ୍‌କା: ପିସି ଚାକୋ ଦେଲେ ଇସ୍ତଫା

ଥରୁଭାନନ୍ତପୁରମ୍‌,୧୦।୩: ବିଧାନସଭା ନିର୍ବାଚନ ପୂର୍ବରୁ କେରଳରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ରାଜ୍ୟର ବରିଷ୍ଠ କଂଗ୍ରେସ ନେତା ପିସି ଚାକୋ ଦଳୀୟ କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇ ବୁଧବାର ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ସୋନିଆ ଗାନ୍ଧୀଙ୍କ ପାଖକୁ ପଠାଇ ଦେଇଛନ୍ତି। ନିଜ ଇସ୍ତଫା ସମ୍ପର୍କରେ ଘୋଷଣା କରିବା ପରେ ସେ କହିଛନ୍ତି ଯେ, ରାଜ୍ୟର କଂଗ୍ରେସ ଟିମ୍‌ ସହିତ କାର୍ଯ୍ୟ କରିବା ଅସମ୍ଭବ। ତ୍ରିଶୁର ଲୋକ ସଭା ସଂସଦୀୟ କ୍ଷେତ୍ର ସହିତ ଜଡ଼ିତ ଥିବା ଚାକୋ ଟିକଟ ବଣ୍ଟା ନେଇ ଅସନ୍ତୁଷ୍ଟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri