ରୁଷିଆକୁ ଝଟ୍‌କା, ନର୍ଡ ଷ୍ଟ୍ରିମ-୨ ପାଇପ୍‌ଲାଇନ୍‌ ଉପରେ ଜର୍ମାନୀ ଲଗାଇଲା ରୋକ…

ମସ୍କୋ/ବର୍ଲିନ୍‌, ୨୨।୨ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣାତ୍ମକ ଆଭିମୁଖ୍ୟକୁ ଦୃଷ୍ଟିରେ ରଖି ଜର୍ମାନୀ କଟକଣା ଘୋଷଣା କରିଛି। ଜର୍ମାନୀ ରଷିଆର ନର୍ଡ ଷ୍ଟ୍ରିମ-୨ ପାଇପ୍‌ ଲାଇନ୍‌ ଉପରେ ରୋକ ଲଗାଇଛି। ଫଳରେ ରୁଷିଆକୁ ବଡ଼ ଝଟ୍‌କା ଲାଗିଛି। ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣର ଏହା କଡ଼ା ଜବାବ ବୋଲି ଜର୍ମାନୀ କହିଛି। ଏହି ପାଇପ୍‌ଲାଇନ୍‌ ମାଧ୍ୟମରେ ରୁଷିଆ ୟୁରୋପୀୟ ଦେଶକୁ ଗ୍ୟାସ୍‌ ପଠାଇବାକୁ ଚାହଛି।

ନର୍ଡ ଷ୍ଟ୍ରିମ-୨ ରୁଷିଆର ଏକ ଉଚ୍ଚାଭିଳାଷୀ ଅଣ୍ଡର ୱାଟର ଗ୍ୟାସ ପାଇପଲାଇନ ପ୍ରକଳ୍ପ। ଏହା ପଶ୍ଚିମ ରୁଷିଆ ଦେଇ ଉତ୍ତର-ପୂର୍ବ ଜର୍ମାନୀ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ଏହି ଗ୍ୟାସ ପାଇପଲାଇନର ଲମ୍ବ ପ୍ରାୟ ୧,୨୭୫ କିଲୋମିଟର। ଏହି ପ୍ରକଳ୍ପଟି ରୁଷିଆର ଏକ ରାଷ୍ଟ୍ରାୟତ୍ତ କମ୍ପାନୀ ଗଜପ୍ରୋମର ମାଲିକାନାରେ ରହିଛି। ପ୍ରକଳ୍ପଟି ପ୍ରାୟ ସମ୍ପୂର୍ଣ୍ଣ ହୋଇଥିବାବେଳେ ଏପର୍ଯ୍ୟନ୍ତ ଏହା ୟୁରୋପୀୟ ଏଜେନ୍ସି ଦ୍ୱାରା ଅନୁମୋଦନ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri