ସିରମ୍‌କୁ ଝଟ୍‌କା, କୋଭାଭାକ୍ସ୍‌ ପରୀକ୍ଷା ପାଇଁ ମିଳିଲାନି ଅନୁମତିି…

ନୂଆଦିଲ୍ଲୀ,୧।୭: କୋଭିଶିଲ୍ଡ ଭାକ୍ସିନ୍‌ ପ୍ରସ୍ତୁତ କରିଥିବା ପୁଣେସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌କୁ ବଡ଼ ଝଟ୍‌କା ଲାଗିଛି। ୨ରୁ ୧୭ ବର୍ଷ ବୟସ୍କ ପିଲାଙ୍କଠାରେ କରୋନା ଟିକା କୋଭାଭାକ୍ସର ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଲାଗି ସରକାରୀ ପ୍ୟାନେଲ ପକ୍ଷରୁ ଅନୁମତି ପ୍ରଦାନ କରାଯାଇ ନାହିଁ। ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ କୋଭାଭାକ୍ସ୍‌ର ପରୀକ୍ଷା ଲାଗି ଡିସିଜିଆଇ ନିକଟରେ ଆବେଦନ କରାଯାଇଥିଲା। ମାତ୍ର ବିଶେଷଜ୍ଞ କମିଟି ଏହାକୁ ମନା କରିଛନ୍ତି। ପୃଥିବୀର ଅନ୍ୟ କୌଣସି ଦେଶରେ କୋଭାଭାକ୍ସ୍‌ର ପରୀକ୍ଷା ସମ୍ପନ୍ନ ହୋଇ ନ ଥିବା ଦର୍ଶାଇ ଆବେଦନକୁ ମଞ୍ଜୁରୀ ପ୍ରଦାନ କରାଯାଇ ନାହିଁ। ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ୯୨୦ ଜଣ ୨ରୁ ୧୭ ବର୍ଷ ବୟସ୍କ ପିଲାଙ୍କଠାରେ କୋଭାଭାକ୍ସ୍‌ ପରୀକ୍ଷା ଲାଗି ଡିସିଜିଆଇଙ୍କ ଅନୁମତି ଲୋଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୦ର ପୂରା ଯୋଜନା ବିଷୟରେ କହିଲେ ଇସ୍ରୋ ମୁଖ୍ୟ: ଥୁଥୁକୋଡିରେ ହେବ ସ୍ପେସ୍‌ ପୋର୍ଟ

ନୂଆଦିଲ୍ଲୀ,୧।୧: ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ମୁଖ୍ୟ କେ. ଶିବନ୍‌ ନୂଆବର୍ଷରେ ଦେଶବାସୀଙ୍କ ଆଗରେ ଚଳିତବର୍ଷର ଲକ୍ଷ୍ୟ ଏବଂ ଯୋଜନା ଉପସ୍ଥାନ କରିଛନ୍ତି। ଦେଶର...

ଅଗଷ୍ଟ ୧୬ରେ ବିହାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ପାଟନା,୧୧।୮: ବିହାରର ମେଣ୍ଟସରକାରର କ୍ୟାବିନେଟ ସମ୍ପ୍ରସାରଣ ନେଇ ଗୁରୁବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିହାରର କ୍ୟାବିନେଟର ସମ୍ପ୍ରସାରଣ ଅଗଷ୍ଟ ୧୬ରେ ହୋଇପାରେ ବୋଲି...

ଦ୍ୱିତୀୟ କାର୍ଯ୍ୟକାଳର ୬ମାସ ପୂରଣ କଲେ ଯୋଗୀ ସରକାର, ଅଧା ଜନସଂଖ୍ୟାର ‘ଡ୍ରିମ ଡେଷ୍ଟିନେଶନ’ ହୋଇଛି ୟୁପି: ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୫ ।୯: ଉତ୍ତର ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) ଅନୁଗାମୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳକୁ ରବିବାର ୬ ମାସ ପୂରଣ ହୋଇଛି...

ଭାରତୀୟ କ୍ରିକେଟ ଦଳକୁ ଶୁଭକାମନା ଜଣାଇ ଫଶିଗଲେ ଜେଡିୟୁ ନେତା

ପାଟନା, ୧୦।୭: ଆଇସିସି ବିଶ୍ୱକପରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସେମିଫାଇନାଲ ଖେଳାଯାଉଛି। ଭାରତର ବିଜୟ କାମନା କରି ଦେଶର ବିଭିନ୍ନ ସ୍ଥାନରେ ଯଜ୍ଞ, ପୂଜାର୍ଚ୍ଚନା...

ବୁଡିଗଲାଣି କାଜିରଙ୍ଗା ଜାତୀୟ ଉଦ୍ୟାନର ୯୦ ଭାଗ

ଗୁଆହାଟି,୧୬।୭: ଆସାମର ପ୍ରାୟ ୩୦ଟି ଜିଲାରେ ଭୟଙ୍କର ବନ୍ୟା ପରିସ୍ଥିତି ଉପୁଜିଛି। ଏଠାକାର ପାଖାପାଖି ୪ହଜାର ୧୫୭ଟି ଗାଁ ଟାପୁରେ ପରିଣତ ହୋଇଛି। ଏହି ବନ୍ୟାରେ...

କରୋନାକୁ ଏବେ ଭୟ ନାହିଁ: ବଜାରକୁ ଆସିବ ସେଫ୍ଟି ଗଗଲ୍ସ

ଚଣ୍ଡିଗଡ଼, ୨୮।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ଏବେ ଆଉ କରୋନାକୁ ଭୟ ନାହିଁ। ବଜାରରେ ଖୁବ୍‌ ଶୀଘ୍ର...

କମିଶନରେଟ ପୋଲିସର ନିର୍ଦ୍ଦେଶାବଳୀ: ଜାଣନ୍ତୁ ଆଇଡି କାର୍ଡ ଦେଖାଇ କେଉଁମାନେ ଶଟ୍‌ଡାଉନ୍‌ରେ ଯାଇପାରିବେ

ଭୁବନେଶ୍ୱର, ୫।୬(ବ୍ୟୁରୋ): ଶଟ୍‌ଡାଉନ୍‌କୁ ନେଇ କମିଶନରେଟ ପୋଲିସ ପକ୍ଷରୁ ଶୁକ୍ରବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଜରୁରୀ କାର୍ଯ୍ୟ ବ୍ୟତୀତ ଏହି ଦୁଇ ଦିନ ଘରୁ ନ...

ସମଗ୍ର ଦେଶରେ ଖୋଲାଯିବ ୭୫ ମେଡିକାଲ କଲେଜ

ନୂଆଦିଲ୍ଲୀ,୨୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୋଦି କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସମଗ୍ର...

Advertisement
Archives

Model This Week