Posted inଜାତୀୟ

ରାସ୍ତାରେ ପ୍ଲାକାର୍ଡ ଧରି ସ୍ବାମୀଙ୍କ ପ୍ରତିବାଦ: ସ୍ତ୍ରୀ, ବୟଫ୍ରେଣ୍ଡଙ୍କଠାରୁ ଜୀବନ ପ୍ରତି ବିପଦ ରହିଛି…

ଗ୍ବାଲିୟର, ୩୦।୩: ମଧ୍ୟପ୍ରଦେଶ ଗ୍ଲାଲିୟର ଜିଲାର ଅମିତ କୁମାର ସେନ୍‌ଙ୍କୁ ହତ୍ୟା ଭୟ ଘାରିଛି। ତାଙ୍କ ସ୍ତ୍ରୀଙ୍କର ୪ ଜଣ ବୟଫ୍ରେଣ୍ଡ ଅଛନ୍ତି। ରାହୁଲ ବାଥମ ନାମକ ଜଣେ ବୟଫ୍ରେଣ୍ଡଙ୍କ ସହ ସେ ଲିଭ୍‌-ଇନ୍‌ରେ ରହୁଥିବା ଅମିତ ଥାନାରେ ଅଭିଯୋଗ କରିଥିଲେ। ବୟଫ୍ରେଣ୍ଡଙ୍କ ସହ ମିଶି ସ୍ତ୍ରୀ ବଡ଼ ପୁଅ ହର୍ଷକୁ ହତ୍ୟା କରିଥିଲେ। ତେବେ ପୋଲିସ ଅମିତଙ୍କ କଥାକୁ ଗୁରୁତ୍ୱର ସହ ନେଇ ନ ଥିଲା। ତେଣୁ ଅମିତ ଏକ ପ୍ଲାକାର୍ଡ ଧରି ଶନିବାର ଫୁଲବାଗ ଛକରେ ପ୍ରତିବାଦରେ ବସିଛନ୍ତି। ପ୍ଲାକାର୍ଡରେ ସେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ସହାୟତା ପାଇଁ ନିବେଦନ କରିଛନ୍ତି। ଗ୍ବାଲିୟର ଏ.ବି. ରୋଡ୍‌ସ୍ଥିତ ମେହନ୍ଦୀବାଲା ସୟଦ ଅଞ୍ଚଳରେ ରହୁଥିବା ଅମିତ ମିରଟ ହତ୍ୟାକାଣ୍ଡ ପରେ ଆତଙ୍କିତ ଥିବା କହିଛନ୍ତି। ସେ ସ୍ତ୍ରୀଙ୍କ ଦ୍ୱାରା ନିର୍ଯାତିତ ହେଉଥିବା ନେଇ ଅଭିଯୋଗ ଆଣିଛନ୍ତି। ଏବେ ତାଙ୍କ ସାନ ପୁଅ ନିଜ ମା’ ଓ ତାଙ୍କ ବୟଫ୍ରେଣ୍ଡଙ୍କ ସହ ରହୁଛନ୍ତି। ଏହାକୁ ବିରୋଧ କରିବାରୁ ରାହୁଲ ତାଙ୍କୁ ହତ୍ୟା କରିବେ ବୋଲି ଧମକ ଦେଇଥିବା ଅମିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri