ଟାଙ୍ଗିଆରେ ବାପର ମୁଣ୍ଡ ହାଣିଲା ପୁଅ, ଅଳ୍ପକେ ବର୍ତ୍ତିଲା ମାଆ

ବାରିପଦା,୪।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଚାନ୍ଦୁଆଁ ଥାନା ଅଧିନ ଠାରୁଆସାହି ଗ୍ରାମରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି । ପାରିବାରିକ ଗଣ୍ଡଗୋଳକୁ ନେଇ ପୁଅ ଉତ୍ୟକ୍ତ ହୋଇ ବାପାକୁ ଏକ ଟାଙ୍ଗିଆରେ ନିର୍ମମ ଭାବେ ହତ୍ୟା କରି ମୁଣ୍ଡକୁ କାଟିନେଇ ଥାନାରେ ଆତ୍ମସମର୍ପଣ କରିଛି । ଏପରିକି ନରପିଶାଚ ସାଜିଥିବା ପୁଅ ବାପକୁ ହାଣିବା ପରେ ମାଆକୁ ମଧ୍ୟ ମାରିବାକୁ ଉଦ୍ୟମ କରିଥିଲା ।

ତେବେ ଅଳ୍ପକେ ମାଆ ବର୍ତ୍ତି ଯାଇଥିଲା। ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତ ଜଣକ ଶମ୍ଭୁ ସିଂ(୪୦) । ସୂଚନାଯୋଗ୍ୟ, ମଙ୍ଗଳବାର ସାଳେ କୌଣସି କାରଣକୁ ନେଇ ବାପ-ପୁଅ ମଧ୍ୟରେ ବଚସା ଆରମ୍ଭ ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ଶମ୍ଭୁ ଘରେ ଥିବା ଟାଙ୍ଗିଆରେ ବାପ ବାଇଧର ସିଂ(୭୦)କୁ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଇଥିଲା । ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବା ପରେ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri