Posted inUncategorized

ପୁରୀରେ ଅଭାବନୀୟ ଘଟଣା: କୁକୁର ମାଂସ ଛିଡ଼ାଇ ଖାଇବା ଭିଡିଓ ଭାଇରାଲ

ପୁରୀ,୧୭ା୧(ଅଜିତ୍‌ କୁମାର ମହାନ୍ତି): ପୁରୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି କୁକୁର ମାଂସ ଛିଡାଇ ଧରିଥିବା ନେଇ ଭିଡିଓ ଦେଖିବାକୁ ମିଳିଛି। ଭିଡିଓରେ ଦେଖିବାକୁ ମିଳୁଛି ଯେ, ଜଣେ ବ୍ୟକ୍ତି ସମୁଦ୍ରକୂଳ ନିକଟରେ ବସି କିଛି କରୁଛନ୍ତି। ଏହି ସମୟରେ ସେଠାରେ ଯାଉଥିବା ଜଣେ ବ୍ୟକ୍ତି ତାଙ୍କୁ କୁକୁର ମାଂସ ଖାଉଛି କହି ବିରୋଧ କରୁଛନ୍ତି ଓ ତାଙ୍କୁ ସେଠାରୁ ତୁରନ୍ତ ହଟାଯାଉ ବୋଲି କହୁଛନ୍ତି। ତେବେ ବ୍ୟକ୍ତି ଜଣଙ୍କ କିଏ ଏବଂ ସେ କୁକୁର ମାଂସ କ’ଣ କରୁଥିଲେ, ସେନେଇ କିଛି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 Prize Money: RCB ଉପରେ ହେଲା ଟଙ୍କା ବର୍ଷା, ଛାଇ ଗଲେ କୋହଲି-ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ପାଞ୍ଚ ୱିକେଟରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ IPL 2026 ଟାଇଟଲ ହାସଲ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ହିନ୍ଦୁ ପୁଅ ସହ କଥା ହେବାରୁ ନାବାଳିକା ଝିଅକୁ ହତ୍ୟା କଲେ ବାପା, ମୃତଦେହକୁ ଖଣ୍ଡ ଖଣ୍ଡ କରି ରଖିଦେଲେ ଟ୍ରେନ ବଗିରେ, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୨୧।୫: ରାଜଧାନୀ ଲକ୍ଷ୍ନୌରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଗୋମତୀନଗର ଏକ୍ସପ୍ରେସର ଏକ ସ୍ଲିପର କୋଚର ବାକ୍ସ ଏବଂ ବ୍ୟାଗ ଭିତରୁ…

୫ ଦେଶ ବୁଲି ଭାରତ ପାଇଁ ‘ଗେମ୍‌ଚେଞ୍ଜର ଡିଲ୍‌’ କଲେ ମୋଦି: ଜାଣନ୍ତୁ କ’ଶ ଘଟିଲା

ନୂଆଦିଲ୍ଲୀ,୨୧।୫: ଭାରତର ପ୍ରଧାନମନ୍ତ୍ରୀ ପାଞ୍ଚଟି ରାଷ୍ଟ୍ର ଗସ୍ତ ଶେଷ କରି ଗୁରୁବାର ସକାଳେ ଦେଶକୁ ଫେରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସଂଯୁକ୍ତ ଆରବ ଏମିରେଟ୍ସ, ନେଦରଲ୍ୟାଣ୍ଡସ, ସ୍ବିଡେନ, ନରୱେ…

test

Test

ବିଜୟ-ରଶ୍ମିକାଙ୍କ ଗ୍ଲୋବାଲ ରେକର୍ଡ: ମେସି-ରୋନାଲ୍ଡୋଙ୍କୁ ପକାଇଲେ ପଛରେ

ସାଉଥ୍‌ ଇଣ୍ଡଷ୍ଟ୍ରିର ମୋଷ୍ଟ ଲଭେବଲ୍‌ କପଲ୍‌ ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା ଗତ କିଛି ମାସ ହେବ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେମାନଙ୍କ ବିବାହକୁ…

ଚେତନାର ପାଠଶାଳା

ପୁସ୍ତକ ଦ୍ବାରା କମ୍‌ ବରଂ ଅଭିଜ୍ଞତା ଦ୍ବାରା ମାନବର ବିକାଶ ଅଧିକ ହୋଇଥାଏ। ”ପ୍ରଥମେ ନିଜେ ଶିଖ, ପରେ ଶିକ୍ଷା ଦିଅ।“ -ଏହି ବାକ୍ୟାଂଶ ଗଭୀର ସତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri