Posted inଜାତୀୟ

ଝିଅକୁ ବଳାତ୍କାର କରିଥିବା ବ୍ୟକ୍ତିଙ୍କ ଏମିତି ପ୍ରତିଶୋଧ ନେଲେ ବାପା

ବିଶାଖାପାଟନମ,୧୫।୪: ଆନ୍ଧ୍ରପ୍ରଦେଶ ବିଶାଖାପାଟନମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସହର ଉପକଣ୍ଠରେ ଥିବା ପେଣ୍ଡୁରଥୀ ମଣ୍ଡଳର ଜାଟଟାଠାରେ ଗୋଟିଏ ପରିବାରର ୬ ଜଣଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଅଭିଯୁକ୍ତ ହେଉଛନ୍ତି ବି ଆପାରାଲାଜୁ। ପୋଲିସ ଅଭିଯୁକ୍ତକୁ ଗିରଫ କରିଛି। ଆହତମାନଙ୍କ ମଧ୍ୟରେ ଜଣେ ୬୭ ବର୍ଷୀୟ ପୁରୁଷ, ତିନି ମହିଳା ଏବଂ ଦୁଇ ଶିଶୁ ଥିଲେ। ପୋଲିସ କମିଶନର ମନୀଷ କୁମାର ସିହ୍ନା ଘଟଣାସ୍ଥଳକୁ ଯାଇ ଘଟଣାର ଅନୁସନ୍ଧାନ ପାଇଁ ସେ ଏକ ସ୍ବତନ୍ତ୍ର ଦଳ ମଧ୍ୟ ଗଠନ କରିଛନ୍ତି। ହତ୍ୟା ଘଟଣା ଘଟିବା ପରେ ଅଭିଯୁକ୍ତ ନିଜକୁ ପୋଲିସ ନିକଟରେ ସମର୍ପଣ କରିଥିଲେ। ଏବେ ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ରିପୋର୍ଟ ଅନୁଯାୟୀ, ପୀଡିତାଙ୍କ ପରିବାରର ଜଣେ ବ୍ୟକ୍ତି ଅଭିଯୁକ୍ତଙ୍କ ଝିଅକୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହା ଜାଣିବା ମାତ୍ରେ ଅଭିଯୁକ୍ତ ପରିବାର ସଦସ୍ୟଙ୍କୁ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରହନିଆରେ ଉତ୍କଟ ଜଳ ସଙ୍କଟ: ପୁଅଙ୍କୁ ଝିଅ ଦେବାକୁ ରାଜି ହେଉ ନାହାଁନ୍ତି କନ୍ୟାଘର

ବିଳାସପୁର,୧୯।୫: ଛତିଶଗଡ଼ରେ ଦେଖାଦେଇଛି ଜଳ ସଙ୍କଟ। ଏହାଯୋଗୁ କେତେକ ଅଞ୍ଚଳରେ ଝିଅ ବିବାହ ଦେବାକୁ କନ୍ୟାଘର ଲୋକେ ଅମଙ୍ଗ ହେଉଥିବା ଦେଖିବାକୁ ମିଳୁଛି। ସ୍ଥାନୀୟ ଆଦିବାସୀ...

ଗର୍ଭବତୀ ସ୍ତ୍ରୀଙ୍କ ପାଇଁ ଆମ୍ବୁଲାନ୍ସ ବନ୍ଧକ ରଖିଲେ ସ୍ବାମୀ

ଭୋପାଳ,୨୫।୪: କଠିନ ପରିସ୍ଥିତିରେ, ଅନେକ ଥର ଲୋକମାନେ ଠିକ୍‌-ଭୁଲ୍‌ ବିଷୟରେ ଚିନ୍ତା ନ କରି ଚମତ୍କାର କାର୍ଯ୍ୟ କରନ୍ତି। ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏମିତି ଏକ...

ମହାମାରୀ ହାତରେ ଜୀବନ ଡୋର: ଅକ୍ସିଜେନ୍‌ ପ୍ଲାଣ୍ଟ୍‌ ଆଗରେ ଲମ୍ବା ଲାଇନ୍‌…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରଚିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍‌ର ଅଭାବ ଦେଖାଦେଇଛି। ମହାମାରୀ ହାତରେ ମଣିଷଙ୍କ ଜୀବନ ଡୋର ରହିଥିବାବେଳେ...

ପଞ୍ଜାବ ବିଧାନସଭାରେ ଅଗ୍ନିପଥ ଯୋଜନା ବିରୋଧରେ ପ୍ରସ୍ତାବ ପାରିତ

ଚଣ୍ଡିଗଡ,୩୦।୬: ପଞ୍ଜାବ ବିଧାନସଭାରେ କେନ୍ଦ୍ର ସରକାରଙ୍କ ନୂତନ ଅଗ୍ନିପଥ ନିଯୁକ୍ତି ଯୋଜନା ବିରୋଧରେ ଏକ ପ୍ରସ୍ତାବ ପାରିତ ହୋଇଛି। ତେବେ ଭାରତୀୟ ଜନତା ପାର୍ଟିର ଦୁଇଜଣ...

ଭାରତୀୟ ବ୍ୟାଙ୍କଙ୍କୁ ସଙ୍କଟ ସ୍ଥିତି ସମ୍ପର୍କରେ ଅବଗତ କରାଇବାକୁ କହିଲେ ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ,୨୫।୩ : ବିଶ୍ୱସ୍ତରରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ଲାଗି ରହିଥିବା ସଙ୍କଟ ମଧ୍ୟରେ ବିଭିନ୍ନ ଆର୍ଥିକ ପାରାମିଟରଗୁଡିକର ମୂଲ୍ୟାଙ୍କନ କରିବାକୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଭାରତୀୟ...

‘ଆର୍‌ଜେଡି କଥା ମାନିଥିଲେ ତେଜସ୍ବୀ ମୁଖ୍ୟମନ୍ତ୍ରୀ ହୋଇଥାନ୍ତେ’

ନୂଆଦିଲ୍ଲୀ,୪।୧୨: ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ଶୁକ୍ରବାର କହିଛନ୍ତି, ଯଦି ଲାଲୁ ଯାଦବଙ୍କ ପରିବାର ତାଙ୍କ କଥା ମାନିଥାଆନ୍ତେ ତେବେ ଆର୍‌ଜେଡି ନେତା ତେଜସ୍ବୀ ଯାଦବ...

ପିଆଇବି ପ୍ରମୁଖ ମହାନିର୍ଦ୍ଦେଶକ ସତ୍ୟେନ୍ଦ୍ରଙ୍କ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୨ା୮: ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ସତ୍ୟେନ୍ଦ୍ର ପ୍ରକାଶ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଭାରତୀୟ ସୂଚନା ସେବା(ଆଇଆଇଏସ୍‌)ର ୧୯୮୮ ବ୍ୟାଚର...

ସାଧାରଣ ବର୍ଗରେ ୩୫ ପ୍ରତିଶତ ଭୂମିହୀନ-୫.୮ କୋଟି ବିପିଏଲ, ଇଡବ୍ଲୁଏସ ସଂରକ୍ଷଣ ନେଇ ସୁପ୍ରିମ୍‌କୋର୍ଟରେ ସରକାରଙ୍କ ଜବାବ…

ନୂଆଦିଲ୍ଲୀ, ୨୨।୯ : ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବିଭାଗକୁ ଦିଆଯାଇଥିବା ୧୦ ପ୍ରତିଶତ ଇଡବ୍ଲୁଏସ ସଂରକ୍ଷଣକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ସମ୍ପ୍ରତି ସୁପ୍ରିମକୋର୍ଟରେ ଏକ...

Advertisement
Archives

Model This Week