Posted inଜାତୀୟ

ଅତ୍ୟଧିକ ଫୋନ ବ୍ୟବହାର କରିବାରୁ ୧୫ ବର୍ଷୀୟା ଝିଅକୁ ବଳାତ୍କାର

ନୂଆଦିଲ୍ଲୀ,୨୫।୧: ଅତ୍ୟଧିକ ଫୋନ ବ୍ୟବହାର କରିବାରୁ ଜଣେ ୧୫ ବର୍ଷୀୟା ନାବାଳିକା ଝିଅଙ୍କୁ ବଳାତ୍କାର କରିଛନ୍ତି ୪୨ ବର୍ଷୀୟ ବାପା। ଏଭଳି ଚକିତ କଲା ଭଳି ଘଟଣା ଘଟିଛି ବିଶାଖାପାଟଣାରେ। ଅଭିଯୁକ୍ତଙ୍କୁ ଗିରଫ କରି ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ପୋଲିସ ଅନୁଯାୟୀ, ଅଭିଯୁକ୍ତ ପେଶାରେ ଜଣେ ବ୍ୟବସାୟୀ। ଦୁଇ ବର୍ଷ ତଳେ ତାଙ୍କ ଦୁଇ କିଡ୍‌ନୀ ଖରାପ ହୋଇଯାଇଥିଲା। ତାଙ୍କ ପତ୍ନୀ ତାଙ୍କୁ ଗୋଟିଏ କିଡ୍‌ନୀ ଦେଇଥିଲେ। ଦମ୍ପତି ସେମାନଙ୍କ ଝିଅ ଓ ପୁଅ ସହ ରହୁଥିଲେ। କିନ୍ତୁ ମା’ଙ୍କ ସହ ରହିବା ପାଇଁ ଝିଅକୁ ଘରେ ଛାଡ଼ି ଯାଇଥିଲେ ପତ୍ନୀ।

ପୀଡ଼ିତାଙ୍କ ବାପା କିଛି ମାସ ହେଲା ବଳାତ୍କାର କରୁଥିଲେ। କିନ୍ତୁ ଗତ ଶନିବାର ସ୍କୁଲ ଶେଷ ହେବା ପରେ ମଧ୍ୟ କ୍ଲାସରେ ବସି ରହିଥିଲେ ନାବାଳିକା। ଜଣେ ଶିକ୍ଷକ ପ୍ରଶ୍ନ କରିବାରୁ ତାଙ୍କ ବାପା ଯୌନ ନିର୍ଯାତନା ଦେଉଥିବାରୁ ସେ ଘରକୁ ଯିବାକୁ ଚାହୁଁ ନ ଥିବା କହିଥିଲେ। ତା’ପରେ ଶିକ୍ଷକଙ୍କ ସହାୟତାରେ ମାମଲା ରୁଜୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୯ ମହିଳା ସେନା ଅଧିକାରୀଙ୍କୁ ସ୍ଥାୟୀ କମିଶନ

ନୂଆଦିଲ୍ଲୀ,୨୨।୧୦: ସୁପ୍ରିମକୋର୍ଟରେ ଏକ ଆଇନଗତ ଯୁଦ୍ଧରେ ଜିତିବା ପରେ ୩୯ ଜଣ ମହିଳା ସେନା ଅଧିକାରୀଙ୍କୁ ସ୍ଥାୟୀ କମିଶନ ମିଳିଛି। ସାତୋଟି କାର୍ଯ୍ୟ ଦିବସ ମଧ୍ୟରେ...

ରେକର୍ଡ ଭାଙ୍ଗିବ ତାତି, ପାଣିପାଗ ବିଭାଗର ସତର୍କ ସୂଚନା…

ନୂଆଦିଲ୍ଲୀ, ୨୯।୩ : ଏଥର ଭାରତରେ ଗରମ ପାଗର ଉତ୍ତାପ ଗତ କିଛି ବର୍ଷ ଅପେକ୍ଷା ଲୋକଙ୍କୁ ଅଧିକ ଅସୁବିଧାରେ ପକାଉଛି। ମାର୍ଚ୍ଚ ମାସରେ, ବୃଦ୍ଧି...

ସତ୍ୟପାଠ ଦାଖଲ କଲେ ଯୋଗୀ ସରକାର…

ନୂଆଦିଲ୍ଲୀ, ୨୯।୩ : ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ସୁପ୍ରିମକୋର୍ଟରେ ମଙ୍ଗଳବାର ଲଖମୀପୁର ଖେରୀ ମାମଲାରେ ସତ୍ୟପାଠ ଦାଖଲ କରିଛନ୍ତି । ସରକାର କହିଛନ୍ତି...

ଟିଭି ଚ୍ୟାନେଲ ଉପରେ ସରକାରୀ କଟକଣା

ନୂଆଦିଲ୍ଲୀ,୨୪।୪ (ପି.ଟି.): ୟୁକ୍ରେନ୍‌-ରୁଷିଆ ଯୁଦ୍ଧ ଏବଂ ଦିଲ୍ଲୀ ଦଙ୍ଗାକୁ ନେଇ ଘରୋଇ ଟିଭି ଚ୍ୟାନେଲଗୁଡ଼ିକରେ ପ୍ରସାରିତ କେତେକ ବିତର୍କରେ ଉତ୍ତେଜକ ତଥା ସାମାଜିକ ଦୃଷ୍ଟିରୁ ଗ୍ରହଣଯୋଗ୍ୟ...

ବିବାହକୁ ଆସିଥିବା ବରଯାତ୍ରୀଙ୍କୁ ଉପହାରରେ ଦିଆଗଲା ହେଲମେଟ୍‌

ନୂଆଦିଲ୍ଲୀ, ୩।୧୨: ସାଧାରଣତଃ ବରଯାତ୍ରୀଙ୍କୁ କନ୍ୟାଘର ପକ୍ଷରୁ ବିଭିନ୍ନ ପ୍ରକାର ଖାଦ୍ୟରେ ଆପାୟିତ କରାଯାଏ। କିନ୍ତୁ ନୂଆଦିଲ୍ଲୀର ଲକ୍ଷ୍ମଣଗଡରେ ଏକ ଅଜବ ବିବାହ ଅନୁଷ୍ଠିତ ହୋଇଛି।...

ଧର୍ମାନୁଷ୍ଠାନରୁ ହଟିଲା ୪୬ ହଜାର ବେଆଇନ ଲାଉଡ୍‌ସ୍ପିକର

ଲକ୍ଷ୍ନୌ,୩୦ା୪: ଉତ୍ତରପ୍ରଦେଶରେ ଏପର୍ଯ୍ୟନ୍ତ ପ୍ରାୟ ୪୬ ହଜାର ଲାଉଡ ସ୍ପିକରକୁ ଧାର୍ମିକ ସ୍ଥାନରେ ବିନା ଅନୁମତିରେ ହଟାଇ ଦିଆଯାଇଛି। ଆଇନ ଅନୁଯାୟୀ ଲଗାଯାଇଥିବା ପ୍ରାୟ ୫୯...

ଏଲ୍‌ଏସିରେ ଚାଇନା ସୈନ୍ୟଙ୍କ ଉପରେ ନଜର ରଖିବ ଏୟାର ସର୍ଭେଲାନ୍ସ୍‌ ସିଷ୍ଟମ…

ଇଟାନଗର,୧୯।୧୦: ଅରୁଣାଚଳପ୍ରଦେଶକୁ ଲାଗିି ରହିଥିବା ଏଲ୍‌ଏସିରେ ଚାଇନା ସୈନ୍ୟଙ୍କ ଉପରେ ନଜର ରଖିବା ପାଇଁ ଏୟାର ସର୍ଭେଲାନ୍ସ୍‌ ସିଷ୍ଟମ ପ୍ରସ୍ତୁତ କରାଯାଇଛି। ଏନେଇ ଆଭିଏଶନ ବ୍ରିିଗେଡ...

୮୦୦ ଟଙ୍କାରେ କୋଭିଡ୍‌ ଆର୍‌ଟି-ପିସିଆର୍‌ ଟେଷ୍ଟ

ନୂଆଦିଲ୍ଲୀ, ୧।୧୨: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୫.୬ ଲକ୍ଷ ଉପରେ ଅଛି। ଅଧିକରୁ ଅଧିକ ପରୀକ୍ଷା ଉପରେ...

Advertisement
Archives

Model This Week