Posted inଜାତୀୟ

ଅତ୍ୟଧିକ ଫୋନ ବ୍ୟବହାର କରିବାରୁ ୧୫ ବର୍ଷୀୟା ଝିଅକୁ ବଳାତ୍କାର

ନୂଆଦିଲ୍ଲୀ,୨୫।୧: ଅତ୍ୟଧିକ ଫୋନ ବ୍ୟବହାର କରିବାରୁ ଜଣେ ୧୫ ବର୍ଷୀୟା ନାବାଳିକା ଝିଅଙ୍କୁ ବଳାତ୍କାର କରିଛନ୍ତି ୪୨ ବର୍ଷୀୟ ବାପା। ଏଭଳି ଚକିତ କଲା ଭଳି ଘଟଣା ଘଟିଛି ବିଶାଖାପାଟଣାରେ। ଅଭିଯୁକ୍ତଙ୍କୁ ଗିରଫ କରି ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ପୋଲିସ ଅନୁଯାୟୀ, ଅଭିଯୁକ୍ତ ପେଶାରେ ଜଣେ ବ୍ୟବସାୟୀ। ଦୁଇ ବର୍ଷ ତଳେ ତାଙ୍କ ଦୁଇ କିଡ୍‌ନୀ ଖରାପ ହୋଇଯାଇଥିଲା। ତାଙ୍କ ପତ୍ନୀ ତାଙ୍କୁ ଗୋଟିଏ କିଡ୍‌ନୀ ଦେଇଥିଲେ। ଦମ୍ପତି ସେମାନଙ୍କ ଝିଅ ଓ ପୁଅ ସହ ରହୁଥିଲେ। କିନ୍ତୁ ମା’ଙ୍କ ସହ ରହିବା ପାଇଁ ଝିଅକୁ ଘରେ ଛାଡ଼ି ଯାଇଥିଲେ ପତ୍ନୀ।

ପୀଡ଼ିତାଙ୍କ ବାପା କିଛି ମାସ ହେଲା ବଳାତ୍କାର କରୁଥିଲେ। କିନ୍ତୁ ଗତ ଶନିବାର ସ୍କୁଲ ଶେଷ ହେବା ପରେ ମଧ୍ୟ କ୍ଲାସରେ ବସି ରହିଥିଲେ ନାବାଳିକା। ଜଣେ ଶିକ୍ଷକ ପ୍ରଶ୍ନ କରିବାରୁ ତାଙ୍କ ବାପା ଯୌନ ନିର୍ଯାତନା ଦେଉଥିବାରୁ ସେ ଘରକୁ ଯିବାକୁ ଚାହୁଁ ନ ଥିବା କହିଥିଲେ। ତା’ପରେ ଶିକ୍ଷକଙ୍କ ସହାୟତାରେ ମାମଲା ରୁଜୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଲହର ଆତଙ୍କ: ରିପୋର୍ଟ ନେଗେଟିଭ୍‌ ଥିଲେ ବି ଫୁସ୍‌ଫୁସ୍‌ର ୯୦ ପ୍ରତିଶତ ସଂକ୍ରମିତ…

ପାଟନା,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ବିହାରରେ ତୃତୀୟ ଲହର ନେଇ ସ୍ଥିତି ସଙ୍କଟ ଜନକ ହେବାରେ...

ଦୀର୍ଘ ୪ ଘଣ୍ଟା ପରେ ଏନ୍‌ସିବି କାର୍ଯ୍ୟାଳୟରୁ ବାହାରିଲେ ଅନନ୍ୟା

ମୁମ୍ବାଇ,୨୨ ।୧୦: ଡ୍ରଗ୍ସ ମାମଲାରେ ପଚରା ଉଚରା ପାଇଁ ବଲିଉଡ୍ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ଶୁକ୍ରବାର ଏନ୍‌ସିବି କାର୍ଯ୍ୟାଳୟରେ ପହଞ୍ଚିଥିଲେ । ପାଖାପାଖି ୨ଟା ୩୦...

ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା

ହରିୟାଣା,୫।୧୦: ପାଖେଇ ଆସୁଛି ହରିୟାଣା ବିଧାନସଭା ନିର୍ବାଚନ। ଏବେ ଏହାକୁ ନେଇ ରାଜନୀତି ସରଗରମ ଥିବା ବେଳେ କଂଗ୍ରେସକୁ କିନ୍ତୁ ଲାଗିଛି ଧକ୍କା। କାରଣ କଂଗ୍ରେସ...

ଗୁଜରାଟରେ ୧୦ ହଜାର କୋଟିର ଅବକାରୀ ଠକେଇ

ନୂଆଦିଲ୍ଲୀ,୨୨ା୮: କେନ୍ଦ୍ର ଓ ଦିଲ୍ଲୀ ସରକାର ମଧ୍ୟରେ ଟଣାଓଟରା ଚରମ ସୀମାରେ ପହଞ୍ଚତ୍ଲାଣି। ଦିଲ୍ଲୀ ସରକାରଙ୍କ ଅବକାରୀ ନୀତି ୨୦୨୧-୨୨ର କାର୍ଯ୍ୟକାରିତାରେ ଅନିୟମିତତା ହୋଇଥିବା ଦର୍ଶାଇ...

ପ୍ରିୟଙ୍କାଙ୍କ ଗସ୍ତ ଦିନ ଗୋଆ କଂଗ୍ରେସକୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୧୦।୧୨: କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୋଆ ଗସ୍ତରେ ଯାଇଥିବା ବେଳେ ବହୁସଂଖ୍ୟାରେ ନେତା ଇସ୍ତଫା ଦେବା ଦଳକୁ ଶକ୍ତ ଧକ୍କା ଦେଇଛି।...

ଅକ୍ସିଜେନ୍‌ ପ୍ଲାଣ୍ଟରେ ବିସ୍ଫୋରଣ: ୩ ମୃତ

ଲକ୍ଷ୍ନୌ, ୬।୫: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଚିନହାଟ ଅଞ୍ଚଳରେ ଥିବା ଏକ ଅକ୍ସିଜେନ୍‌ ରିଫିଲିଂ ପ୍ଲାଣ୍ଟରେ ବୁଧବାର ଅପରାହ୍ନରେ ବିସ୍ଫୋରଣ ଘଟି ୩ ଜଣଙ୍କ ମୃତ୍ୟୁ...

ଶ୍ରୀମନ୍ଦିର ସଂସ୍କାର ମାମଲା: ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତିକାଳୀନ ରାୟ ; ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତ କର

ନୂଆଦିଲ୍ଲୀ,୫ା୧୧(ସ୍ବ.ପ୍ର.): ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ଓ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମ୍‌କୋର୍ଟରେ ଚାଲିଥିବା ସଂସ୍କାର ମାମଲାର ମଧ୍ୟବର୍ତ୍ତିକାଳୀନ ରାୟ ସୋମବାର ପ୍ରକାଶ...

ମାସେ ଧରି ଝିଅର ମୃତଦେହକୁ ନିଜ ପାଖରେ ରଖି ଶୋଉଥିଲେ ମା’ ବାପା

ମିର୍ଜାପୁର,୧୮।୬: ଉତ୍ତରପ୍ରଦେଶର ମିର୍ଜାପୁରରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। କଟରାର କୋତବାଲି ନିକଟସ୍ଥ ହଥିଆ ଫାଟକ ମହଲାରେ ଅବସରପ୍ରାପ୍ତ କନଷ୍ଟେବଳ ଦିଲାବର ଖାଁ ଓ...

Advertisement
Archives

Model This Week