ଚମକାଇଲା ବାତ୍ୟା ଖବର! ପୁରୀରେ ହାଇ ଆଲର୍ଟ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ। ଆଗାମୀ ୧୨ ଘଣ୍ଟାରେ ବାତ୍ୟା । ଆଜି ସକାଳ ୫ଟା ୩୦ ମିନିଟ ବେଳର ଉପଗ୍ରହ ପର୍ଯ୍ୟବେକ୍ଷଣ ଅନୁଯାୟୀ ଗତକାଲିର ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା। ଏହା ଗୋପାଳପୁରଠାରୁ ୯୭୦ କିମି ଏବଂ କାକିନାଡ଼ାଠାରୁ ୮୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇ ରହିଛି । ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି … Continue reading ଚମକାଇଲା ବାତ୍ୟା ଖବର! ପୁରୀରେ ହାଇ ଆଲର୍ଟ, ଆଜି ରାତିରେ…