ଯାଜପୁରରେ ଚାଞ୍ଚଲ୍ୟ: କନ୍ୟା ସନ୍ତାନ ଜନ୍ମ ଦେଲେ ନାବାଳିକା

ଯାଜପୁର, ୯ା୧୦(ହର୍ଷବର୍ଦ୍ଧନ ବେହେରା): କଳିଙ୍ଗନଗର ଥାନା ଅଞ୍ଚଳର ଜଣେ ନାବାଳିକା ଯାଜପୁର ରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟ ଏକ ଘରୋଇ ହସ୍ପିଟାଲରେ କନ୍ୟାସନ୍ତାନ ଜନ୍ମ ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ସାମାଜିକ କର୍ମୀ ଜିତେନ ବାରିକ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ ଗତ ୩ ତାରିଖରେ ନାବାଳିକା କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ହେଲେ ବେସରକାରୀ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ପକ୍ଷରୁ ପୋଲିସ କିମ୍ବା ଶିଶୁ କଲ୍ୟାଣ ବିଭାଗକୁ ସୂଚିତ କରାଗଲା ନାହିଁ। ଇତିମଧ୍ୟରେ ଜିଲା ଶିଶୁ ସୁରକ୍ଷା ବିଭାଗ ପୁଅ ଓ ଝିଅ ମା’ବାପାଙ୍କ ଦ୍ୱାରା ପ୍ରଭାବିତ ହୋଇ ଚୁପ ବସିଛି। ଏପରିକି ଏ ସଂକ୍ରାନ୍ତରେ ସମ୍ପୃକ୍ତ ସିଡିପିଓ ଜାଣି ନୀରବ ରହିଛନ୍ତି। ତେଣୁ ଏ ସଂକ୍ରାନ୍ତରେ ଆବଶ୍ୟକ ତଦନ୍ତ କରି ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଅଭିଯୋଗକାରୀ ନିବେଦନ କରିଛନ୍ତି।

Dharitri – The Most Trusted Odia Daily of Odisha


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri