Posted inଜାତୀୟ

କର୍ପୋରେଟରଙ୍କ ଉପରେ ବାରମ୍ବାର ଗାଡ଼ି ଚଢ଼ାଇ ହତ୍ୟା କଲେ ଦୁର୍ବୃତ୍ତ, ଭିଡିଓ ଭାଇରାଲ

ଇଷ୍ଟ ଗୋଦାବରୀ, ୧୨।୨- ଆନ୍ଧ୍ର ପ୍ରଦେଶର କାକିନାଡାଠାରେ କର୍ପୋରେଟରଙ୍କୁ ଗୁରୁବାର ରାତିରେ ବିଭତ୍ସ ହତ୍ୟା କରିଛନ୍ତି  ଦୁର୍ବୃତ୍ତ। କର୍ପୋରେଟର ଜଣଙ୍କ ହେଲେ କାମ୍‌ପାରା ରମେଶ। ବିଳମ୍ବିତ ରାତିରେ ରମେଶଙ୍କ ଉପରେ ବାରମ୍ବାର ଗାଡ଼ି ଚଢ଼ାଇ ହତ୍ୟା କରାଯାଇଛି।

କାକିନାଡା ଡିସିପି ଭିମରାଓ କହିଛନ୍ତି, ହତ୍ୟା ହୋଇଥିବା ସ୍ଥାନରେ ରମେଶ କିଛି ବନ୍ଧୁଙ୍କ ସହ ନିଶା ସେବନ କରିଥିଲେ। ସେମାନେ ସେଠାରୁ ଯାଉଥିବାବେଳେ ଅନ୍ୟ ଏକ ଗ୍ରୁପ ସହ ଯୁକ୍ତିତର୍କ ହୋଇଥିଲା। ଏହାପରେ ବାରମ୍ବାର ଗାଡ଼ି ଚଢ଼ାଇ ରମେଶଙ୍କୁ ହତ୍ୟା କରିଥିଲେ। ହତ୍ୟା ପଛରେ ପୁରୁଣା ଶତ୍ରୁତା ଥିବା ପୋଲିସ ସନ୍ଦେହ କରୁଛି। ତେବେ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି ପୂରା ଘଟଣାର ଭିଡିଓ।


Enter your email to get our daily news in your inbox.

All Right Reserved By Dharitri.Com

ମନମୋହନଙ୍କୁ ଟାର୍ଗେଟ କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୮ ।୨: ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଟାର୍ଗେଟ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା...

ଗାଡିରେ ଲେଖାହୋଇଛି ନବାବ-ଦାରୁ: ଚିନ୍ତାରେ ପୋଲିସ, ନମ୍ବର ନ ଥାଇ କିପରି କାଟିବ ଚାଲାଣ

ଆଗ୍ରା,୧୩।୧୨: ଦେଶରେ ନୂଆ ମୋଟରଯାନ ଲାଗୁ ହେବା ପରେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି ହୋଇଛି। ଏଥିସହ ଟ୍ରାଫିକ୍‌ ପୋଲିସ ପକ୍ଷରୁ ଏକ ଫଟୋ ଚାଲାଣର ବ୍ୟବସ୍ଥା...

ଦେଶରେ ସାମାନ୍ୟ କମିଲା ଆକ୍ରାନ୍ତଙ୍କ ସଂଖ୍ୟା: ଗତ ୨୪ ଘଣ୍ଟାରେ ୫୦ହଜାରରୁ ଉର୍ଦ୍ଧ୍ୱ ଚିହ୍ନଟ, ୮୦୪ ମୃତ

ନୂଆଦିଲ୍ଲୀ,୧୨।୨: ଦେଶରେ କରୋନା ମହାମାରୀର ପ୍ରକୋପ ଧିରେ ଧିରେ କମୁଥିବା ବେଳେ କରୋନା ଗ୍ରାଫ୍‌ ତଳକୁ ଖସିଛି। ଶୁକ୍ରବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ଅପେକ୍ଷା ଶନିବାର...

ଅସୁସ୍ଥତା ଯୋଗୁ ଏଥର ସଂସଦ ଅଧିବେଶନରେ ଯୋଗଦେବେ ନାହିଁ ମନମୋହନ ସିଂ, ପି. ଚିଦାମ୍ବରମ

ନୂଆଦିଲ୍ଲୀ,୧୬।୯: କରୋନା ସମୟରେ ସଂସଦର ମୌସୁମୀ ଅଧିବେଶନ ଗତ ସୋମବାରଠାରୁ ଆରମ୍ଭ ହୋଇଛି। ଖରାପ ସ୍ବାସ୍ଥ୍ୟବସ୍ଥା ଯୋଗୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏବଂ ପୂର୍ବତନ...

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା: ୨୦ ଘର ଭାସିଗଲା, ୧୮ ନିଖୋଜ

ଡେରାଡୁନ,୧୯ା୮ : ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲାରେ ବାଦଲଫଟା ବର୍ଷା ଫଳରେ ରବିବାର ଟୋନ୍ସ ନଦୀରେ ବନ୍ୟା ଆସି ୨୦ ଘର ଭାସିଯିବା ସହ ୧୮ ଜଣଙ୍କର...

ଅନ୍‌ଲକ-୫ ଗାଇଡଲାଇନ ଜାରି: ଅକ୍ଟୋବର ୧୫ରୁ ଖୋଲିବ ସିନେମା ହଲ

ନୂଆଦିଲ୍ଲୀ,୩୦।୯- କେନ୍ଦ୍ର ସରକାର ବୁଧବାର ଅନ୍‌ଲକ-୫ ଗାଇଡଲାଇନ ଜାରି କରିଛନ୍ତି। ସ୍କୁଲ ଖୋଲିବା ସମ୍ପର୍କରେ ରାଜ୍ୟ ସରକାରମାନେ ନିଷ୍ପତ୍ତି ନେଇପାରିବେ ବୋଲି ଅନୁମତି ଦିଆଯାଇଛି। ସେହିପରି...

୨୦୫୦ ସୁଦ୍ଧା ଦେଶର ଅଧା ଜନସଂଖ୍ୟା ସେନାବାହିନୀରେ ଭର୍ତ୍ତି ପାଇଁ ହେବେ ଅଯୋଗ୍ୟ: ଏମ୍ସ ରିପୋର୍ଟ…

ନୂଆଦିଲ୍ଲୀ,୧୨।୩ : ଦିଲ୍ଲୀ ଏମ୍ସର ରିପୋର୍ଟରେ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ପ୍ରକାଶ ପାଇଛି। ଏହା ଅନୁଯାୟୀ, କରୋନା ମହାମାରୀ ପରେ ପିଲାମାନଙ୍କର ନିକଟ ଦେଖିବା ଶକ୍ତି...

ଜମ୍ମୁ ବସ୍‌ଷ୍ଟାଣ୍ଡ୍‌ ନିକଟରୁ ୭ କିଲୋଗ୍ରାମ୍‌ ଆର୍‌ଡିଏକ୍ସ ଜବତ

ଶ୍ରୀନଗର,୧୪।୨: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ରବିବାର ୨ ବର୍ଷ ପୂରଣ ହୋଇଛି। ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡ଼ିକଡ଼ି ରହିଛି। ତେବେ ଜମ୍ମୁ ବସ୍‌ଷ୍ଟାଣ୍ଡ୍‌ ନିକଟରୁ...

Advertisement
Archives

Model This Week