ଜୋତା ଶୋ’ରୁମ୍‌ରେ ବୋମାମାଡ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଭୁବନେଶ୍ୱରରେ ଏକ ଜୋତା ଶୋ’ରୁମ୍‌ରେ ବୋମା ମାଡ ହୋଇଛି। ରବିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ଜଣାପଡିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି।
ସୂଚନାଯୋଗ୍ୟ, ସହିଦନଗର ରୁପାଲି ଛକ ନିକଟରେ ଥିବା ଡଲଫିନ ଜୋତା ଶୋ’ରୁମରେ ଏହି ବୋମାମାଡ଼ ଘଟଣା ଘଟିଛି। କେହି ଦୁର୍ବୃତ୍ତ ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ବୋମାମାଡ ହୋଇଥିବା ସୂଚନା ମିଳିଛି। ସିସିଟିଭିରେ ବୋମାମାଡ଼ ବେଳର ଦୃଶ୍ୟ କଏଦ ହୋଇଛି। ଏହି ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri