Posted inଫୁରସତ

ରକ୍ତରେ ତିଆରି ଜୋତା, ମୂଲ୍ୟ ୭୪,୫୦୦ଟଙ୍କା

ଜୋତା ପାଦକୁ ସୁରକ୍ଷା ଦିଏ। ଗ୍ରାହକଙ୍କ ଚାହିଦା ଓ ଆରାମକୁ ନଜରରେ ରଖି ବିଭିନ୍ନ କମ୍ପାନୀ ଜୋତା ତିଆରି କରିଥାଆନ୍ତି। ତେବେ ବେଳେବେଳେ କିଛି କମ୍ପାନୀ ଅଜବ ଉପାୟ ଆପଣାଇଥାଆନ୍ତି ନିଜ କମ୍ପାନୀକୁ ଲୋକପ୍ରିୟ କରାଇବା ପାଇଁ। ନିକଟରେ ସେମିତି ଏକ ଜୋତା କମ୍ପାନୀ ଅଜବ ଉପାୟରେ ଜୋତା ତିଆରି କରି ଆଲୋଚନାର ଶିରୋନାମା ହୋଇଛି। ଅନେକେ ଏହି ଉପାୟକୁ ନିନ୍ଦା ବି କରୁଛନ୍ତି। କାରଣ ଉକ୍ତ କମ୍ପାନୀ କରିଛି ମଣିଷ ରକ୍ତରେ ତିଆରି ଜୋତା। ଜୋତାର ସୋଲ୍‌ ରକ୍ତରେ ତିଆରି ବୋଲି କମ୍ପାନୀ ତରଫରୁ କୁହାଯାଇଛି, ଯାହାକୁ ଅନେକେ ନାପସନ୍ଦ କରୁଛନ୍ତି। କେବଳ ସେତିକି ନୁହେଁ, ଜୋତାରେ ପ୍ରାଚୀନ ପୁସ୍ତକରେ ବର୍ଣ୍ଣିତ ପେଣ୍ଟାଗ୍ରାମ ପେଣ୍ଡେଣ୍ଟ ଲାଗିଛି, ଏହାର ମଡେଲକୁ ବାଇବେଲ ସହ ବି ଯୋଡ଼ା ଯାଉଛି। ଏହି ଜୋତାର ୬୬୬ଟି ଯୋଡ଼ା ତିଆରି ହୋଇଛି। ପ୍ରତି ଯୋଡ଼ାର ମୂଲ୍ୟ ୭୪,୫୦୦ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

୧୭୦୦ ଟଙ୍କାର ଚପଲ ପାଇଁ ମ୍ୟାନେଜରଙ୍କ ନାଁରେ ଜାମିନବିହୀନ ୱାରେଣ୍ଟ ଜାରି: ପୂରା ଘଟଣା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୬।୧୨: ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଗ୍ରାହକ ଅଧିକାର ସମ୍ପର୍କିତ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। କେବଳ ଏକ ଚପଲ...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ହୋଇଯାନ୍ତି ପୁଅ, ବୈଜ୍ଞାନିକ ବି ଖୋଜି ପାଉନାହାନ୍ତି କାରଣ

ଝିଅ କିମ୍ବା ପୁଅ ଭାବରେ ଜନ୍ମ ହେବା ପ୍ରକୃତିର ଏକ ଉପହାର। ଜନ୍ମ ପୂର୍ବରୁ ମା’ ପେଟରେ ଲିଙ୍ଗ ନିର୍ଣ୍ଣୟ ହୋଇସାରିଥାଏ। ତଥାପି ମଣିଷ ଏତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri