ଯୁବକଙ୍କ ଛାତିକୁ ତୀର ମାଡ଼

ଆନନ୍ଦପୁର,୨୪।୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଗୟଳମୁଣ୍ଡା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତୀର ମାଡ଼ର ଶିକାର ହୋଇ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟ ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ସ୍ଥାନାନ୍ତର କରାଯାଇଛି। ଏଭଳି ଏକ ଘଟଣା ଆନନ୍ଦପୁର ଥାନା ଗୟଳମୁଣ୍ଡା ଅଞ୍ଚଳରେ।
ଗ୍ରାମର ବିଶ୍ୱମ୍ବର ସେଠୀ ଏକ ବାଇକ୍‌ ଯୋଗେ ବୁଢୀ ମା’ଙ୍କ ପାଇଁ ଦୋକାନକୁ ପାଉରୁଟି ଆଣିବାକୁ ଆସିଥିଲେ। ସେହି ସମୟରେ ଦୋକାନ ନିକଟରେ ଥିବା କାଳିଆ କୋହ୍ଲ ନାମକ ଜଣେ ବ୍ୟକ୍ତି ବିଶ୍ୱମ୍ବରଙ୍କ ସାଙ୍ଗରେ ପାଟିତୁଣ୍ଡ କରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ବିଶ୍ୱମ୍ବରଙ୍କ ଛାତିକୁ ତୀର ମାଡ଼ କରିଥିବା ତାଙ୍କ ସ୍ତ୍ରୀ ରୁନୁ ସେଠୀଙ୍କଠାରୁ ସୂଚନା ମିଳିଛି। ଖବର ପାଇ ଆନନ୍ଦପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri