ଗାଡ଼ି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ: ତଦନ୍ତ ପାଇଁ ଆସିଥିବା ପୋଲିସକୁ ଛୁରାମାଡ଼

ଭୁବନେଶଶ୍ୱର,୪।୧୦: ତଦନ୍ତ ପାଇଁ ଆସିଥିଲେ ପିସିଆର କର୍ମଚାରୀ, ଛରାମାଡ଼ କଲେ ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ଘଟିଛି ମଞ୍ଚେଶ୍ବର ଥାନା ଚକେଇସିଆଣି ଶ୍ରୀରାମନଗରରେ । ଗାଡ଼ି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ ହୋଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହି ସମୟରେ ଦୁର୍ବୃତ୍ତ ଛୁରାମାଡ଼ କରିଥିଲେ। ଛୁରାମାଡ଼ରେ ଜଣେ ପୋଲିସ କନଷ୍ଟେବଳ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri