Odisha Elections 2024

ଜଙ୍ଗଲରେ ମହିଳାଙ୍କୁ ଗୁଳିମାଡ଼

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବେଡ଼ିଗୋବା ଗ୍ରାମରେ ଗୁଳିମାଡ଼ରେ ସ୍ବପ୍ନା ସାହୁ ନାମକ ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁଳିମାଡ଼ର ସଠିକ କାରଣ ଜଣାପଡ଼ିନାହିଁ। ଆହତ ମହିଳାଙ୍କୁ ପ୍ରଥମେ ଭଞ୍ଜନଗର ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ଏଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ଚିକିତ୍ସା ପାଇଁ ନିଆଯାଇଛି।

ସୂଚନାଯୋଗ୍ୟ, ମହିଳା ଜଣକ ଜଙ୍ଗଲକୁ ପତ୍ର ତୋଳିବାକୁ ଯାଇଥିଲେ। ଏହି ସମୟରେ ଏକ ଗୁଳି ତାଙ୍କର ଜଙ୍ଘକୁ ଭେଦ କରି ଚାଲିଯାଇଥିଲା। ଏହାପରେ ମହିଳା ଜଣକ ପାଟି କରିବାରୁ ପାଖରେ ଥିବା ତାଙ୍କ ମା’ ଆସି ତାଙ୍କୁ ଘରକୁ ନେଇ ଆସିଥିଲେ। ଅର୍ଥ ଅଭାବ ସାଙ୍ଗକୁ ଅଶିକ୍ଷିତ ଯୋଗୁ ଝିଅକୁ ଗତକାଲି ଚିକିତ୍ସା ପାଇଁ ମେଡ଼ିକାଲ ଆଣି ନ ଥିଲେ। ଆଜି ସ୍ବପ୍ନାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ମେଡ଼ିକାଲ ଆଣିଥିଲେ। ଏହାପରେ ଘଟଣା ଲୋକଲୋଚନକୁ ଆସିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେବାକୁ ଆସିଥିବା ଲୋକଙ୍କ ଉପରେ ଖସିଲା ସାଇନବୋର୍ଡ : ଶିଶୁ ସମେତ ୫ ଗୁରୁତର ଆହତ

ଦାରିଙ୍ଗବାଡି, ୨୦।୫ (ଅରୁଣ ସାହୁ): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ଚାଲିଛି। ମତଦାନବେଳେ ଏକ ଦୁର୍ଘଟଣା ଘଟିଛି। ସାଇନବୋର୍ଡ଼ ଖସି ଯିବାରୁ ଜଣେ...

ଭୋଟରଙ୍କୁ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ: ଏଥିରେ ରହିଛି ବଡ଼ ପ୍ରତିଶ୍ରୁତି

ମୋରଡ଼ା,୨୦ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗରେ ଉଷ୍ମତା ଦେଖିବାକୁ ମିଳିଛି। ପ୍ରମୁଖ ରାଜନୈତିକ ଦଳ ଭାଜପା,...

ଭାଜପା ସମର୍ଥକଙ୍କ ଆକ୍ରମଣରେ ବିଜେଡିକର୍ମୀ ଗୁରୁତର

ବାସୁଦେବପୁର,୨୦।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୫ ନମ୍ବର ଓ୍ବାର୍ଡରେ ସୋମବାର ପୂର୍ବାହ୍ନରେ ପୋଷ୍ଟର ଲଗାଇବାକୁ କେନ୍ଦ୍ର କରି ବିବାଦ ଉପୁଜିଛି। ଏହାକୁ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ଭୁଜାଲି ମାଡ଼ରେ ଜଣଙ୍କ ଜୀବନ ଗଲା

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ସରସରା ଗ୍ରାମରେ ସୋମବାର ସ୍ପଷ୍ଟ ଦିବାଲୋକରେ ଏକ ହତ୍ୟାକାଣ୍ଡ ଘଟିଛି। ଭୁଜାଲି ମାଡ଼ରେ ଜଣେ ଲୋକଙ୍କ ମୃତ୍ୟୁ...

୩ ପ୍ରମୁଖ ଦଳ ମଧ୍ୟରେ ହେବ କଡ଼ା ଟକ୍କର

ପରଜଙ୍ଗ,୨୦ା୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୧୯ ନିର୍ବାଚନରେ ଅଳ୍ପକେ ବିଜୟ ପାଇଥିଲା ବିଜେଡି। ଭାଜପା ଏଠାରେ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ରହିଥିଲା। ହେଲେ...

ନିଜ ବଳରେ ଲଢୁଛନ୍ତି ଢେଙ୍କାନାଳ କଂଗ୍ରେସ ପ୍ରାର୍ଥୀ

ଢେଙ୍କାନାଳ,୨୦ା୫(ରତନ ନାୟାର): ଢେଙ୍କାନାଳ ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ହେବ। ତେବେ ୨୩ ତାରିଖରେ ପ୍ରଚାର ପର୍ବ ଶେଷ ହେବ। ତେଣୁ ପ୍ରାର୍ଥୀମାନଙ୍କ...

ଜି ଉଦୟଗିରିରେ ୧୧ଟା ସୁଦ୍ଧା ୨୦% ମତଦାନ

ଜି ଉଦୟଗିରି,୨୦।୫(ଶିଶିର ପଟ୍ଟନାୟକ): ଜି ଉଦୟଗିରି ବିଧାନସଭା ଓ ଫୁଲବାଣୀ ଲୋକ ସଭା ଆସନ ନିମନ୍ତେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri