ବୁଗୁଡ଼ାରେ ଶଟ୍‌ଡାଉନ୍‌ ଶେଷ ଦିନ: ପୋଲିସ, ପ୍ରଶାସନ ପକ୍ଷରୁ କଡ଼ା ବ୍ୟବସ୍ଥ୍ୟା

ବୁଗୁଡ଼ା,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗଡ଼ା ଏନ୍‌ଏସି ପ୍ରଶାସନ ପକ୍ଷରୁ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜାରି ହୋଇଛି ୮ ଦିନିଆ ଶଟଡାଉନ। ମଙ୍ଗଳବାର ଶଟଡାଉନ ଶେଷ ଦିନ। ଏ ନେଇ ରାସ୍ତାଘାଟ ଜନଶୂନ୍ୟ ହୋଇଥିବା ବେଳେ ଜୀବନଯାତ୍ରା ପ୍ରଭାବିତ ହୋଇଛି । କେବଳ ଔଷଧ ଦୋକାନକୁ ଛାଡି ଦେଲେ ଅନ୍ୟ ସମସ୍ତ ଦୋକାନ ପରିବା ମାର୍କେଟ ମଧ୍ୟ ବନ୍ଦ ରହିଛି । କିଛି ଅମାନିଆ ମାନଙ୍କୁ ଛାଡି ଦେଲେ ପ୍ରାୟତଃ ଯାନବାହନ ଚଳାଚଳ ବନ୍ଦ ଅଛି। ଅମାନିଆମଙ୍କୁ ଧର ପଗଡ଼ କରିବା ପାଇଁ ସହରର ଛକଗୁଡିକରେ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ବ୍ୟବସ୍ଥ୍ୟା ଗ୍ରହଣ କରାଯିବା ସହ ଜରିମାନା ଆଦାୟ ଏବଂ ସେମାନଙ୍କୁ ତାଗିଦ୍‌ ମଧ୍ୟ କରାଯାଉଛି । କରୋନା ମୁକାବିଲା ଲାଗି ତହସିଲଦାର ସଂଗ୍ରାମ କେଶରୀ ଜେନା, ବିଡିଓ ତନ୍ମୟ ପାତ୍ର,ଏନ୍‌ଏ୍‌ସି ନିର୍ବାହୀ ଅଧିକାରୀ ରଶ୍ମି ରଞ୍ଜନ ଦାସ ଙ୍କଉପସ୍ଥିତିରେ ସହରରେ ଶଟଡାଉନ ୮ ଦିନ ପାଇଁ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଫସଲ ବୀମା ଦଲାଲଙ୍କୁ ଗିରଫ ନିର୍ଦ୍ଦେଶ

ଛତ୍ରପୁର,୨୫।୬(ଡି.ଏନ.ଏ) – ଗଞ୍ଜାାମ ଜିଲାର କେତେକ ଅଞ୍ଚଳରେ ଖଳ ପ୍ରକୃତିର ଲୋକ ପ୍ରଧାନମନ୍ତ୍ରୀ ଫସଲ ବୀମା ନାମରେ ଦଲାଲଗିରି କରି ଚାଷୀ ମାନଙ୍କୁ ମିଥ୍ୟା ବୀମା...

ଦୋକାନରୁ ୩୦ଲକ୍ଷର ଗହଣା ଚୋରି: ମ୍ୟାନେଜରଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧୯।୨: ସାନବଜାର ଛକ ସାନ୍ତାରାଣୀ ଇଷ୍ଟେଟରେ ଥିବା ଏକ ସୁନା ଦୋକାନରୁ ୩୦ ଲକ୍ଷ ଟଙ୍କାର ସୁନାଗହଣା ଓ ରୁପା ସାମଗ୍ରୀ ଚୋରି ହୋଇଥିଲା।...

ପୃଥକ୍‌ ଦୁର୍ଘଟଣାରେ ୩ ଗୁରୁତର

ଦିଗପହଣ୍ଡି,୯ା୧୧(ଡି.ଏନ୍‌.ଏ.): ବୁଧବାର ପୃଥକ୍‌ ଦୁର୍ଘଟଣାରେ ୩ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତରମାନେ ହେଲେ ପାଟପୁର ଥାନା ତଥା ମୌଳାଭଣଞ୍ଜା ପଞ୍ଚାୟତ ଅନ୍ତର୍ଗତ ଖୁଲୁଡ଼ି ଗ୍ରାମର ଜେ.ଯୁଧିଷ୍ଠିର,...

ସରକାରୀ ସହାୟତା ନାଁରେ ଠକେଇ ଅଭିଯୋଗ:  ୪ ଯୁବତୀ, ଜଣେ ଯୁବକ ଅଟକ

ଦିଗପହଣ୍ଡି,୨୦ା୧୦(ଡି.ଏନ.ଏ.)-ସରକାରୀ ସହାୟତା ପ୍ରଦାନ ନାଁରେ ଦୀର୍ଘଦିନ ଧରି ଦିଗପହଣ୍ଡି ଗ୍ରାମାଞ୍ଚଳରେ ଲୋକଙ୍କୁ ଠକୁଥିବା ଏକ ସଂସ୍ଥାର ୪ ଜଣ ଯୁବତୀ ଓ ଜଣେ ଯୁବକଙ୍କୁ ପୋଲିସ...

ଦୈନିକ ସଡ଼କ ସୁରକ୍ଷା ନିୟମ ମନେ ରଖିବାକୁ ପଡ଼ିବ: ଜିଲାପାଳ

ଛତ୍ରପୁର,୧୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶନିବାର ଶୁଭାରମ୍ଭ ହୋଇଛି। ଏହା ୧୭ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଛତ୍ରପୁରସ୍ଥିତ ସଂସ୍କୃତି...

ଚେକ ବାଉନ୍ସ ମାମଲା ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ, ୭ା୩-ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଜେଏମଏଫସି) ଯୁଧିଷ୍ଠିର ଦଳେଇ ଶୁକ୍ରବାର ଏକ ଚେକ୍‌ ବାଉନ୍ସ ମାମଲାର ବିଚାର କରି ଅଭିଯୁକ୍ତ ବ୍ରହ୍ମପୁର...

ଡ୍ରାଇଭର ସଂଘର ଦାବିପତ୍ର

ପୋଲସରା/ଗଞ୍ଜାମ/ସୋରଡ଼ା/ରମ୍ଭା,୯।୧୧(ଡି.ଏନ.ଏ.):ପୋଲସରା ଡ୍ରାଇଭର ସଂଘ ପକ୍ଷରୁ ସରକାରଙ୍କ ଉଦ୍ଦେଶ୍ୟରେ ୯ ଦଫା ଦାବି ସମ୍ବଳିତ ପତ୍ର ପ୍ରଦାନ କରାଯାଇଛି। ରାଜ୍ୟର ୩୦ ଜିଲାରେ କାର୍ଯ୍ୟରତ ଥିବା ସମସ୍ତ...

ପୂର୍ବତନ ସରପଞ୍ଚ ହତ୍ୟା ମାମଲା: ୫ ଗିରଫ

ବ୍ରହ୍ମପୁର ଅଫିସ,୧୪ା୧୧: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀ ହତ୍ୟା ମାମଲାରେ ବ୍ରହ୍ମପୁର ବଡ଼ବଜାର ପୋଲିସ ୫ ଅଭିଯୁକ୍ତଙ୍କୁ...

Advertisement
Archives

Model This Week