Posted inଖେଳ

ପୁଣି ବ୍ରୋଞ୍ଜ ଜିତି ଇତିହାସ ରଚିଲେ ଅବନୀ

ଟୋକିଓ,୩।୯: ମହିଳା ୫୦ ମିଟର ରାଇଫଲ ପି-୩, ଏସ୍‌ଏଚ୍‌-୧ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତି ଅବନୀ ଲେଖରା ଇତିହାସ ସୃଷ୍ଟି କରଛନ୍ତି। ଟୋକିଓ ପାରାଲିମ୍ପିକ୍ସରେ ଏହା ଅବନୀଙ୍କର ଦ୍ୱିତୀୟ ପଦକ। ଏହାପୂର୍ବରୁ ସେ ସ୍ବର୍ଣ୍ଣ ପଦକ ଜିତଥିଲେ। ଏହା ବ୍ୟତୀତ ଭାରତୀୟ ଆଥଲେଟ ପ୍ରବୀଣ କୁମାର ପୁରୁଷ ହାଇ ଜମ୍ପ ଟି -୬୪ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଏଥି ସହିତ ମନୋଜ ସାର୍କ ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ୍ସ ଏସଏଲ-୪ ଇଭେଣ୍ଟ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସେ ଏହି ମ୍ୟାଚରେ ୟୁକ୍ରେନର ଆଲେକ୍ସଜାଣ୍ଡାର୍‌ ଚିରକୋଭଙ୍କୁ ୨-୦ରେ ପରାସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri