Posted inଖେଳ

‘ଶୁଟର ଦିଦି’ ଚାନ୍ଦ୍ରୋ ତୋମାରଙ୍କ ପରଲୋକ

ନୂଆଦିଲ୍ଲୀ, ୨୮ା୪ (ପି.ଟି.)-କରୋନା ସଂକ୍ରମିତ ବୟୋଜ୍ୟେଷ୍ଠ ଶୁଟର ଚାନ୍ଦ୍ରୋ ତୋମାରଙ୍କ ସ୍ଥାନୀୟ ଏକ ହସ୍ପିଟାଲରେ ପରଲୋକ ଘଟିଛି। ଉତ୍ତରପ୍ରଦେଶ ରାଜ୍ୟର ବାଗ୍‌ପାତ ବାସିନ୍ଦା ୮୯ ବର୍ଷୀୟା ଏହି ଶୁଟର ‘ଶୁଟର ଦିଦି’ ଭାବେ ପରିଚିତ ଥିଲେ। ଶ୍ୱାସ ପ୍ରଶ୍ୱାସରେ ସମସ୍ୟା ଦେଖାଦେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ। ସେଠାରେ କୋଭିଡ୍‌ ଟେଷ୍ଟରେ ତାଙ୍କର ପଜିଟିଭ ଆସିଥିଲା। ଚାନ୍ଦ୍ରୋ ୬୦ ବର୍ଷ ବୟସ ଅତିକ୍ରମ କରିବା ପରେ ବନ୍ଧୁକ ଚାଳନା ଶିକ୍ଷା ଲାଭ କରିଥିଲେ। ସେ ବହୁ ଜାତୀୟ ପ୍ରତିଯୋଗିତାରେ ବିଜୟ ଲାଭ କରିଥିଲେ। ତାଙ୍କ ଜୀବନୀକୁ ନେଇ ଏକ ବଲିଉଡ୍‌ ଚଳଚ୍ଚିତ୍ର ନିର୍ମିତ ହୋଇଛି। ସେ ବିଶ୍ୱର ସବୁଠାରୁ ବୟସ୍କା ମହିଳା ଶାର୍ପଶୁଟର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

Video: ଶ୍ରୀଲଙ୍କାରେ ପାକିସ୍ତାନ ଟିମ୍‌କୁ ଏମିତି କରାଗଲା ସ୍ବାଗତ! ଭାଇରାଲ ଭିଡ଼ିଓକୁ ନେଇ ମଜା ଉଡାଉଛନ୍ତି ୟୁଜର

ନୂଆଦିଲ୍ଲୀ,୧୦।୨: ICC T20 ବିଶ୍ୱକପ 2026 ଆରମ୍ଭ ହୋଇସାରିଛି, ଏବଂ ପାକିସ୍ତାନ ଦଳ ଶ୍ରୀଲଙ୍କାରେ ତାର ସମସ୍ତ ମ୍ୟାଚ ଖେଳୁଛି। ତଥାପି, କ୍ରିକେଟ ଅପେକ୍ଷା ଅଧିକ ଆଲୋଚନା…

ଏହିଦିନ ଭାରତ ସହ ମୁକାବିଲା କରିବ ‘ଡ୍ରାମେବାଜ୍‌’, ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ନିଜ ନିଷ୍ପତ୍ତିରୁ ୟୁ-ଟର୍ଣ୍ଣ ନେବାକୁ ବାଧ୍ୟ ହୋଇଛି। ଫେବୃଆରୀ ୧ରେ ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଟି-୨୦ ବିଶ୍ୱକପରେ ଭାରତ…

ଭାରତ ସହିତ ମ୍ୟାଚକୁ ନେଇ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ଟାଣି ଆଣିଲା ପାକିସ୍ତାନ! ‘ମୁଁ ଭୟ କରେ ନାହିଁ…’ ବୋଲି ଏକ ସ୍ପଷ୍ଟ ଧମକ ମଧ୍ୟ …

ଇସଲାମାବାଦ,୧୦।୨: ବର୍ଷ ବର୍ଷ ଧରି ବାରମ୍ବାର ମନା କରିବା ପରେ, ପାକିସ୍ତାନ ଶେଷରେ ଭାରତ ସହିତ ଏକ ଟି-୨୦ ମ୍ୟାଚ ଖେଳିବାକୁ ରାଜି ହୋଇଛି, ମ୍ୟାଚ ହେବ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri