Posted inଖେଳ

ପ୍ୟାରିସ ଅଲମ୍ପିକ୍ସରେ ଭାରତକୁ ଆଉ ଏକ ବ୍ରୋଞ୍ଜ, ସୁଟର୍ ସ୍ବପ୍ନିଲ କୁସାଲେ ରଚିଲେ ଇତିହାସ

ନୂଆଦିଲ୍ଲୀ,୧।୮: ପ୍ୟାରିସ ଅଲମ୍ପିକ୍ସରେ ଭାରତକୁ ଆଉ ଏକ ବ୍ରୋଞ୍ଜ ପଦକ ମିଳିଛି। ଭାରତର ସୁଟର୍ ସ୍ବପ୍ନିଲ କୁସାଲେ ପୁରୁଷ ୫୦ ମିଟର ରାଇଫଲ୍‌ସ ୩ ପୋସିସନରେ ଭାରତ ପାଇଁ ବ୍ରୋଞ୍ଜ ପଦକ ଜିତିଛନ୍ତି। ଥିସହିତ ଭାରତ ଅଲମ୍ପିକ୍ସରେ ତୃତୀୟ ପଦକ ମିଳିଛି, ଆଉ ଏହି ସମସ୍ତ ତିନି ପଦକ ସୁଟିଂରୁ ଆସିଛି।

ପୂର୍ବରୁ ୧୦ ମିଟର ପିସ୍ତଲ ଇଭେଣ୍ଟରେ ମନୁ ଭାକର ପ୍ରଥମେ ବ୍ରୋଞ୍ଜ ଜିତିତିଲେ ପରେ ମିଶ୍ରିତ ଯୁଗଳ ବର୍ଗରେ ସର୍ବଜୋତଙ୍କୁ ସାଥି କରି ଆଉ ଏକ ବ୍ରୋଞ୍ଜ ଜିତିଥିଲେ।

ଭାରତର ସୁଟର୍, ବ୍ୟାଡ଼ମିଣ୍ଟନ, ବକ୍ସିଂ, ତୀରନ୍ଦାଜ, ଗଲ୍ଫ, ହକି ଭଳି ଇଭେଣ୍ଟରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ପଞ୍ଚମ ଦିନରେ ଭାରତକୁ କୌଣସି ପଦକ ମିଳି ନ ଥଲେ ମଧ୍ୟ ଭାରତ ପାଇଁ ଏହା ସକାରାତ୍ମକ ରହିଥିଲା। ବ୍ୟାଡ଼ମିଣ୍ଟନରେ ପିଭି ସିନ୍ଧୁ, ଲକ୍ଷ୍ୟ ସେନ ବିଜୟ ସହିତ ପ୍ରି-କ୍ୱାର୍ଟରରେ ପ୍ରବେଶ କରିଥିଲେ। ଯେତେବେଳେ କି ଭାରତୀୟ ମହିଳା ବକ୍ସର ଲବିଲୀନା କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସେହିପରି ଶୁଟିଂ ଏବଂ ତୀରନ୍ଦାଜରେ ମଧ୍ୟ ଭଲ ପ୍ରଦର୍ଶନ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri